ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ, ଗୋଡ଼ିବାରୀଠାରେ ଦେଖିବେ ଦର୍ଶକ ଭୁବନେଶ୍ବର,୧୩।୧୨: ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ ପରିଦର୍ଶନ କରିଥିଲେ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ସବୁଠୁ ବୟସ୍କ ଓ ବଡ଼ ହାତୀ...