Tag Archives: Elephant terror

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା ବନ ବିଭାଗର କର୍ମଚାରୀ ମାନେ ଜଙ୍ଗଲକୁ ଫେରାଇବାକୁ ଉଦ୍ୟମ ଜାରି ରଖିଥିଲେ ହେଁ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀପଲ। ରାୟଗଡ଼ା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri