Tag Archives: elephant

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ ଚିନ୍ତାର ବିଷୟ ପାଲଟିଛି। ବିଶ୍ୱବ୍ୟାପୀ ହାତୀଙ୍କ ସୁରକ୍ଷା ନେଇ ସଚେତନତା ଉଦ୍ଦେଶ୍ୟରେ ପ୍ରତିବର୍ଷ…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା ବେଳେ ୧୫ ଟିକିଆ ହାତୀପଲ ଗାଁ ଭିତରକୁ ପଶି ଆସି ଘର ଭାଙ୍ଗି…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ…

ଘରକୁ ଫେରିବାବେଳେ ହାତୀ ହାବୁଡ଼ରେ ପଡ଼ିଗଲେ, ଶୁଣ୍ଢରେ ଟେକି ବିଲରେ କଚାଡ଼ିଲା, ଆଉ ତା’ ପରେ…

କେନ୍ଦୁଝର,୧୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭୂୟାଁ ଜୁଆଙ୍ଗପିଢ଼ ରେଞ୍ଜ ତଳରଢ଼ୁଆଁ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକ ହେଲେ ନରୋତ୍ତମ ଜୁଆଙ୍ଗ (୪୮)। ବନ ବିଭାଗ ସୂତ୍ରରୁ…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

କେନ୍ଦୁଝର/ ଆନନ୍ଦପୁର/ବଞ୍ଚୋ,୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର ଗାଁ କଜଳେଇ ତୋଟାରେ ଏଭଳି ଅଘଟଣ ଘଟିଛି। ମୃତା…

ଗାଁରେ ପଶିଲା ଜଙ୍ଗଲୀ ଦନ୍ତା, ବୃଦ୍ଧଙ୍କୁ ଆହତ କରିବା ପରେ ଖେଳିଗଲା ଆତଙ୍କ

ଖଇରା,୨୭ା୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମାଖନପୁର ପଞ୍ଚାୟତ ଅଧୀନ ସାଉଣ୍ଡିଆ କୁତୁପୁର ଗାଁରେ ଜଙ୍ଗଲୀ ଦନ୍ତା ଅଟକି ରହିଥିବା ବେଳେ ଗ୍ରାମବାସୀ ଆତଙ୍କିତ ହୋଇ ରହିଛନ୍ତି। ହାତୀଟି ଗ୍ରାମର ବୃଦ୍ଧ ରତ୍ନାକର ମହାନ୍ତିଙ୍କୁ ଗୋଡ଼ାଇବାରୁ ବୃଦ୍ଧ ଜଣକ ତଳେ…

ବୃଦ୍ଧାଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ରିଆମାଳ,୧୯ା୪(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜରେ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଆଉଁଳି କୁଡ଼ାସାହିର ମହିଆ ଜଙ୍ଗଲରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଆଉଁଳି ଗ୍ରାମର କମାର ପ୍ରଧାନଙ୍କ ସ୍ତ୍ରୀ ପାତି ପ୍ରଧାନ (୬୫)।…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ କଲେଜ ସହିତ ଜାତୀୟ ରାଜପଥ ଦେଇ କୋର୍ଟ ଛକରେ ଯାନବାହନ ଜନଗହଳିରେ ଶୁକ୍ରବାର…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଦିଗପହଣ୍ଡି ପୋଲିସ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ବାଡ଼ିରେ କାମ କରୁଥିଲେ ଚାଷୀ, ହଠାତ୍‌ ପଛପଟୁ ଆସି ଦଳିଦେଲା ହାତୀ

ଭବାନୀପାଟଣା,୧୩ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଚାଞ୍ଚେର ପଞ୍ଚାୟତର ପିରୁଙ୍ଗଗୁଡ଼ା ଗ୍ରାମରୁ ଶୁକ୍ରବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ହାତୀ ଆକ୍ରମଣରେ ଏଠାକାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀଙ୍କ ନାମ…

ବଣାଇଁ ବନଖଣ୍ଡରେ ହାତୀପଲ ଆତଙ୍କ: ଜୀବନକୁ ବାଜି ଲଗାଇ ସେଲ୍‌ଫି ନେଉଛନ୍ତି ଲୋକେ

ବଣାଇଁ,୨ା୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡ଼ା ବନାଞ୍ଚଳରେ ୨୩ ଟିକିଆ ହାତୀପଲ ରାତିଦିନ ଘୂରି ବୁଲୁଛନ୍ତି। ଏହା ଭିତରୁ ଏକ ଗୋଠଛଡ଼ା ଦନ୍ତା କେତେବେଳେ ଗାଁ ଭିତରେ ତ କେତେବେଳେ ଗାଁ ଜମିରେ ଘୂରି ବୁଲୁଛି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଲା…

୮୦ ଧାନ ବସ୍ତା ନଷ୍ଟ କଲେ ହାତୀପଲ: କର୍ମଚାରୀଙ୍କ ବ୍ୟବହାରରେ ଚାଷୀ ହତୋତ୍ସାହିତ

ଭଞ୍ଜନଗର,୭ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ହାତୀପଲଙ୍କ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଏବଂ ଚାଷୀଙ୍କର ଚିନ୍ତା ବଢୁଛି। ଏହିଭଳି ପରିସ୍ଥିତିରେ ମଙ୍ଗଳବାର ରାତିରେ ପ୍ରାୟ ୨୨ ଟିକିଆ ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?