ହାତୀ ଘଉଡ଼ାଇବାବେଳେ ଅଘଟଣ: ସ୍କ୍ବାଡ୍ କର୍ମଚାରୀଙ୍କୁ କଚାଡ଼ି ମାରିଲା
କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜ ନରଣପୁର ସେକ୍ସନ ଝାରବେଡ଼ା ଗ୍ରାମ ନିକଟରେ ବୁଧବାର ରାତିରେ ହାତୀ ଘଉଡ଼ାଇବାବେଳେ ଜଣେ ଏଲିଫ୍ୟାଣ୍ଟ ସ୍କ୍ବାଡ୍ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ କର୍ମଚାରୀଙ୍କ ନାମ ଗୋବିନ୍ଦପୁର ଗ୍ରାମର ବସନ୍ତ ମହାନ୍ତ(୪୫)। ଏହାକୁ...
ଧାନବିଲରେ ପଡ଼ିଛି ହାତୀର ମୃତଦେହ
ବଇଣ୍ଡା,୧୩ା୧୦(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡରେ ପୁଣି ଏକ ମାଈହାତୀର ମୃତ ହୋଇଛି। ମାଧପୁର ରେଞ୍ଜ ଶଙ୍ଖାମାଳ ଗ୍ରାମରେ ଏକ ମାଈହାତୀର ମୃତ୍ୟୁ ହୋଇଥିବା ରବିବାର ସକାଳେ ବନ ବିଭାଗ ଠାବ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ହାତୀର...
ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ
ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ ସୂଚନା ପାଇ ବନବିଭାଗ ପକ୍ଷରୁ ଟ୍ରାକିଂ ଓ ଘଉଡ଼ାଇବା କାର୍ଯ୍ୟ ଚାଲିଥିଲା। ହାତୀଙ୍କ...
ଆତଙ୍କ ସୃଷ୍ଟି କରୁଥବା ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍, ରେଡିଓକୋଲାର ଲଗାଇଲା ବନ ବିଭାଗ
ଟେନ୍ସା,୧୮ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଓ ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଗତ ୫ବର୍ଷ ଧରି ଆତଙ୍କ ଚଳାଉଥିଲା। ଦନ୍ତାହାତୀଟିକୁ ବନ ବିଭାଗ ଟ୍ରାଙ୍କୁଲାଇଜ କରି ରେଡିଓକୋଲାର ଲାଗାଇଥିବା ଜଣାପଡିଛି । ଟ୍ରାଙ୍କୁଲାଇଜ କରିବାରେ ସାତକୋଶିଆ ଟାଇଗର...
ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ
ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଅନୁଗୁଳ ସଦର ଥାନା ଅନ୍ତର୍ଗତ...
ଦମ୍ପତିଙ୍କୁ ଦଳିଦେଲା ଦନ୍ତା
ବଲାଙ୍ଗୀର,୨ା୯: ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ରେଞ୍ଜ ଅଧୀନରେ ଥିବା ଚାବିରିପାଲି ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗ୍ରାମର ନୀଳାମ୍ବର ବରିହା ଗତ ରାତିରେ ଖାଇ ସାରି ପରିବାର ସହ ଶୋଇଥିଲେ। ବିଳମ୍ବିତ ରାତିରେ...
ଧାନଫସଲ ଦଳିଚକଟି ନଷ୍ଟକଲେ ୯ଟିକିଆ ହାତୀପଲ
ଅମରପାଲି,୨ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବନାଞ୍ଚଳ ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ଗରିଆମୁଣ୍ଡା ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଦୁଇଦିନ ହେଲା ଦୁରଦୁରା ସଂରକ୍ଷିତ ଜଙ୍ଗଲରୁ ନଅ ଟିକିଆ ହାତୀପଲ ଆସି ଗରିଆମୁଣ୍ଡା ଓ...
କେନାଲ ଭିତରକୁ ମା’ ସହ ଖସିପଡ଼ିଲା ହାତୀଛୁଆ, ଜଗିରହିଲେ ହାତୀପଲ
ଢେଙ୍କାନାଳ,୩୧ା୮(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାସୋଳ ସେକ୍ସନ ଲହଡ଼ାଠାରେ ସାପୁଆ ମୁଖ୍ୟ କେନାଲରେ ଶୁକ୍ରବାର ରାତିରୁ ଫସିଥିଲେ ମା’ ଓ ଛୁଆ ହାତୀ। ଦୀର୍ଘ ୫ ଘଣ୍ଟାର କସରତ ପରେ ଜେସିବି ସହାୟତାରେ ବନ...
ଶୋଇଥିବା ବେଳେ ଘର ଭାଙ୍ଗିଦେଲା ହାତୀ, ଆଉ ତା’ ପରେ…
ପାଟଣା,୨୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ୨୮ଟିକିଆ ବଣୁଆ ହାତୀପଲ ଉପଦ୍ରବ ସହ ଭୟ ଦେଖାଦେଇଛି। ଏହି ହାତୀପଲ ୨ ଭାଗରେ ବିଭକ୍ତ ହୋଇ ଧାନ,ମକା, ପରିବା ଚାଷ ନଷ୍ଟ କରିବା ସହ ଘର ଭାଙ୍ଗି ଧାନ...
ଘର ଭାଙ୍ଗିଲେ ହାତୀପଲ, ଧାନ-ମକା ଫସଲ ଦଳିଚକଟି କଲେ ନଷ୍ଟ
ପାଟଣା,୨୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖୀରେଈ ଟାଙ୍ଗିରି ସେକ୍ସନ ଯମୁନା ପଶି ବିଟ୍ ମାନପୁର ଗ୍ରାମରେ ବୁଧବାର ରାତିରେ ୧୭ ଟିକିଆ ହାତୀପଲ ୨ଘର ଭାଙ୍ଗିବା ସହ ବ୍ୟାପକ ଧାନ ଓ ମକା ଫସଲ ଉଜାଡ଼ି ଦେଇଛନ୍ତି।...
ରାଜ୍ୟରେ ଅଛନ୍ତି ଏତିକି ହାତୀ, ବାଘ; ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ
ଭୁବନେଶ୍ୱର,୨୦।୮: ରାଜ୍ୟରେ ସମ୍ପ୍ରତି କରାଯାଇଥିବା ପଶୁ, ପକ୍ଷୀ ଏବଂ ବନ୍ୟପ୍ରାଣୀ ଗଣନାରୁ ମହାନଦୀରେ ୧୪ଟି ଘଡିଆଳ କୁମ୍ଭୀର ରହିଥିବା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଛନ୍ତି । ବିଧାନସଭାରେ ଆଜି ଏ ସମ୍ପର୍କିତ ଏକ ପ୍ରଶ୍ନର...
ଥମୁନି ହାତୀ ମୃତ୍ୟୁ: ପୁଣି ଏକ ହାତୀଛୁଆର ମୃତଦେହ ଜବତ
କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ହାତୀ ଦିବସରେ ଯେତେବେଳେ ଚାରିଆଡ଼େ ହାତୀ ସୁରକ୍ଷାକୁ ନେଇ ବିତର୍କ ଚାଲିଛି ସେତେବେଳେ କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ୍ରେ ଏକ ମାଈହାତୀ ଛୁଆର ମୃତ୍ୟୁ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।...
Archives


