ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଆତଙ୍କ ଖେଳାଉଛନ୍ତି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ...
ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…
ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ ବିଭ୍ରାନ୍ତ କରିଦିଏ। ଜଙ୍ଗଲ ସହିତ ଜଡ଼ିତ ଏପରି ଏକ ରୋମାଞ୍ଚକର ଭିଡିଓ ସୋସିଆଲ...
ଘୁମୁସରରେ ୮୧ ହାତୀ, ନବଜାତ ଛୁଆକୁ ୨୪ଟିକିଆ ପଲ ଜଗିଛି
ଭଞ୍ଜନଗର,୫।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଉତ୍ତର ବନଖଣ୍ଡରେ ବୁଧବାର ସନ୍ଧ୍ୟା ସୁଦ୍ଧା ୭୨ଟି ଓ ଦକ୍ଷିଣ ବନଖଣ୍ଡରେ ୯ଟି ହାତୀ ରହିଛନ୍ତି। ମୋଟ୍ ୮୧ଟି ହାତୀ ଅଞ୍ଚଳରେ ବୁଲୁଛନ୍ତି। ସୋମବାର ରାତିରେ ଗୁଣ୍ଡିରିବାଡି ନିକଟରେ ଗୋଟିଏ ହାତୀଛୁଆ ଜନ୍ମ...
ହାତୀ ସୁରକ୍ଷାରେ ଆଧୁନିକ ଶିକ୍ଷା ଅତ୍ୟନ୍ତ ଜରୁରୀ: ତଥାଗତ ସତପଥୀ
ବାରିପଦା,୨୨ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଙ୍ଗରିପୋଷିସ୍ଥିତ ଖଇରି ରିସୋର୍ଟରେ ହାତୀର ଗତିକୁ ନେଇ ଶୁକ୍ରବାର ପୂର୍ବାହ୍ନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ‘ସଂଗ୍ରାମ’ ପକ୍ଷରୁ ଆୟୋଜିତ ବୈଠକରେ ସଙ୍ଗଠନର ସମ୍ପାଦକ ତଥା ପୂର୍ବତନ ବନ୍ୟପ୍ରାଣୀ ସଂରକ୍ଷକ ଭାନୁମିତ୍ର ଆଚାର୍ଯ୍ୟ...
ହାତୀ ସଂରକ୍ଷଣ ନେଇ ଆସିବ ନୂଆ ନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୮: ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳାକୁ ଗୁରୁବାର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍ଘାଟିତ ହୋଇଛି। ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି...
ହାତୀପଲଙ୍କ ଦୌରାତ୍ମ୍ୟ: ବିଦ୍ୟାଳୟ କୋଠା ସମେତ ଭାଙ୍ଗିଲେ ୩ ଘର
ଭଞ୍ଜନଗର,୨୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀପଲ କିଛିମାସ ନୀରବ ରହିବା ପରେ ବୁଧବାର ରାତିରେ ପୁଣି କେତେକ ଗ୍ରାମରେ ପଶି ଭଙ୍ଗାରୁଜା କରିଛନ୍ତି। ଗତକାଲି ରାତିରେ ୨୭ ଟିକିଆ ହାତୀପଲ କନ୍ଧମାଳ ଜିଲାରୁ ଆସି...
ଘୁମୁସର ବନଖଣ୍ଡରେ ୯୭ ହାତୀ: ଗାଁରେ ପଶିଗଲେ ୨ ଦନ୍ତା
ଭଞ୍ଜନଗର,୮ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡ ବିଗତ କିଛିବର୍ଷ ହେବ ହାତୀମାନଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଯାଇଛି। ପଡ଼ୋଶୀ ବନଖଣ୍ଡ ଅପେକ୍ଷା ଏହି ଦୁଇ ବନଖଣ୍ଡରେ ହାତୀମାନଙ୍କ ରହଣି ପାଇଁ ଉପଯୁକ୍ତ...
ଭାଟୁଣିଆଁରେ ୧୮ ଟିକିଆ ହାତୀପଲ: ଲୋକେ ଆତଙ୍କିତ
କେନ୍ଦୁଝର,୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବନାଞ୍ଚଳ ପଦ୍ମପୁର ପଞ୍ଚାୟତ ଭାଟୁଣିଆଁ ଗ୍ରାମର ନାଳ ନିକଟରେ ୧୮ଟିକିଆ ହାତୀପଲ ଦିନବେଳେ ଡେରା ପକାଇଛନ୍ତି। ଶନିବାର ସନ୍ଧ୍ୟାରେ ଆମ୍ବଡହରାରୁ ହାତୀପୋଲ କୁଡ଼ିଆଘରା ଟିକରପଡ଼ା ଗ୍ରାମଦେଇ କାଦଗଡ଼ ମକରମେଳା ସେଠାରୁ ରେଳଲାଇନ୍ ଅତିକ୍ରମ...
ଦଳି ଚକଟି ବ୍ୟାପକ ଫସଲ ନଷ୍ଟକଲେ ହାତୀପଲ
ଲାଞ୍ଜିଗଡ଼,୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଦୀର୍ଘଦିନ ହେଲା ଜଙ୍ଗଲି ହାତୀଙ୍କ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ପୁଣି ଗତ ଶନିବାର ଏବଂ ରବିବାର ବିଳମ୍ବିତ ରାତିରେ ଏକ...
Archives


