ଗାଜାକୁ ସହଯୋଗ କରିବା ପାଇଁ ଆଗେଇ ଆସିଲେ ଏଲନ୍
ନ୍ୟୁୟର୍କ,୨୮ା୧୦: ଇସ୍ରାଏଲ-ହମାସ୍ ମଧ୍ୟରେ ଘମାଘୋଟ ଯୁଦ୍ଧ ଚାଲିଥିବାରୁ ଗାଜାରେ ଅନେକ କ୍ଷତି ଘଟିଛି। ତେବେ ଗାଜାକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ଏଲନ୍ ମସ୍କ ଆଗେଇ ଆସିଛନ୍ତି। ଶନିବାର ଏଲନ୍ କହିଛନ୍ତି, ତାଙ୍କ କମ୍ପାନୀ ଷ୍ଟାର୍ ଲିଙ୍କ୍ ଗାଜାରେ ଅନ୍ତର୍ଜାତୀୟ…

