ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ , ୩ ଲକ୍ଷ ଟଙ୍କାର ସୁନା ନେଇ ପ୍ରେମିକ ସାଙ୍ଗରେ ଫେରାର ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ବାହାଘରର ୧୦ ଦିନ ପରେ ପ୍ରେମିକ ସହ ନବବଧୂ ଫେରାର। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ । ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ। ସେଠାରେ ସେ ପୂର୍ବତନ…