ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା ନେଇ ପ୍ରଥମେ ଧରିତ୍ରୀରେ ପ୍ରକାଶ ପାଇଥିଲା। ପରବର୍ତ୍ତୀ ସମୟରେ ଜଳସେଚନ ବିଭାଗ ପକ୍ଷରୁ…