ଘରେ ଜରୁରୀକାଳୀନ ଖାଦ୍ୟସାମଗ୍ରୀ ଗଚ୍ଛିତ କରି ରଖୁଛନ୍ତି ଜାପାନ, ଆମେରିକା, ବ୍ରିଟେନର ଲୋକେ, କିଛି ବଡ଼ ଘଟଣା ଘଟିବାକୁ ଯାଉଛି କି? ଜାଣନ୍ତୁ…
ଓ୍ବାଶିଂଟନ/ଟୋକିଓ,୩୦।୧୦: ବିଶ୍ୱର ଅନେକ ବିକଶିତ ଦେଶ ନିଜ ନାଗରିକମାନଙ୍କୁ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ଗଚ୍ଛିତ ରଖିବାକୁ ପରାମର୍ଶ ଦେଉଛନ୍ତି। ଏହି ଦେଶଗୁଡ଼ିକ ମଧ୍ୟରେ ଯୁକ୍ତରାଷ୍ଟ୍ର ଆମେରିକା, ଯୁକ୍ତରାଜ୍ୟ (ୟୁକେ), ଜାପାନ, ନରୱେ, ଫିନଲ୍ୟାଣ୍ଡ ଏବଂ ସ୍ବିଡେନ ଅନ୍ୟତମ। ଏହି ଦେଶଗୁଡ଼ିକର ସରକାର…

