ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚେତାବନୀ ଦେଲେ ସଚିନ ତେନ୍ଦୁଲକର: ଚୟନକର୍ତ୍ତାଙ୍କୁ କଲେ ଟାର୍ଗେଟ, ମାତ୍ର ୧୫ ବର୍ଷ ବୟସରୁ…
ନୂଆଦିଲ୍ଲୀ,୪।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଟି-୨୦ ଦଳରେ ସାମିଲ ହୋଇଥିବା ବୈଭବଙ୍କୁ ମାତ୍ର ୨ଟି ମ୍ୟାଚ ଖେଳିବାର ସୁଯୋଗ ମିଳିଥିଲା। ଏଥିମଧ୍ୟରୁ ଗୋଟିଏ ମ୍ୟାଚ୍ରେ ସେ ନିଜ ବ୍ୟାଟିଂର ଚମକ ଦେଖାଇଥିଲେ। ଏବେ ନଭେମ୍ବର ୧୯ରୁ କତାରରେ ଆରମ୍ଭ ହେବାକୁ ଥିବା…

