ଏମିରେଟ୍ସ ବିମାନରୁ ଓହ୍ଲାଇ ପଡ଼ିଲେ ଭାରତୀୟ ଯାତ୍ରୀ ଓ୍ବାଶିଂଟନ୍, ୨୩ା୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ପକ୍ଷରୁ ଏଚ୍-୧ବି ଓ୍ବର୍କର ଭିଜାର ନୂତନ ଆବେଦନକାରୀଙ୍କ ପାଇଁ ଫିକୁ ୧ ଲକ୍ଷ ଡଲାର ବୃଦ୍ଧିର ନିର୍ଦ୍ଦେଶ ପରେ ସେଠାରେ ଥିବା ଭାରତୀୟଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ଏହି ଘୋଷଣାର ଠିକ୍ ପରେ ଶୁକ୍ରବାର…