ରୋଜଗାରିଆ ଝିଅ ଓ ବେକାର ପୁଅ ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ। ଉଭୟ ନାରୀ ଓ ପୁରୁଷ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ଅର୍ଥାତ ଜଣକ…