ନୂଆଦିଲ୍ଲୀ,୨୯।୩: ଭାରତରେ ନିଯୁକ୍ତି ସ୍ଥିତି ଅତ୍ୟନ୍ତ ଉତ୍କଟ ବୋଲି ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍ଓ) ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ହ୍ୟୁମାନ୍ ଡେଭେଲପ୍ମେଣ୍ଟ (ଆଇଏଚ୍ଡି)ର ଏକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ସଂଗଠନର ଇଣ୍ଡିଆ ଅନ୍ଏମ୍ପ୍ଲଏମେଣ୍ଟ ରିପୋର୍ଟ, ୨୦୨୪ ଅନୁଯାୟୀ ଦେଶର ବେରୋଜଗାରି...