Employment crisis

ଭାରତରେ ନିଯୁକ୍ତିର ଉତ୍କଟ ସ୍ଥିତି, ବେରୋଜଗାରିର ୮୩% ଯୁବବର୍ଗ

ନୂଆଦିଲ୍ଲୀ,୨୯।୩: ଭାରତରେ ନିଯୁକ୍ତି ସ୍ଥିତି ଅତ୍ୟନ୍ତ ଉତ୍କଟ ବୋଲି ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍‌ଓ) ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହ୍ୟୁମାନ୍‌ ଡେଭେଲପ୍‌ମେଣ୍ଟ (ଆଇଏଚ୍‌ଡି)ର ଏକ ରିପୋର୍ଟରୁ ଜଣାପଡ଼ିଛି।…

2 years ago