Tag Archives: Encounter

ପ୍ରଥମଥର ପୁରୁଷୋତ୍ତମପୁର ପୋଲିସର ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ଏନ୍‌କାଉଣ୍ଟର

ପୁରୁଷୋତ୍ତମପୁର,୨୪।୭(ସବିତା ମିଶ୍ର): ଗଞ୍ଜାମ ଜିଲାରେ ପୁଣି ଏନକାଉଣ୍ଟର । ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ପ୍ରଥମଥର ଏନକାଉଣ୍ଟର କରାଯାଇଥିଲା । ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ ଓରଫ ଘନଶ୍ଯାମବେହେରାଙ୍କୁ ପୋଲିସ ଏନକାଉଣ୍ଟର କରିଛି । କାଳିର ଗ୍ଯାଙ୍ଗ ଦିର୍ଘଦିନହେଲା ପୁରୁଷୋତ୍ତମରପୁର…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା। ବଙ୍ଗଳାରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଘଟଣା ଯେ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଦୁଇ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣାପଡ଼ିଛି । ଗୁଳିମାଡ଼ ପରେ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି ସମୟରେ, ତାଙ୍କର ଜଣେ ସହଯୋଗୀ ଘଟଣାସ୍ଥଳରୁ ଖସିଯିବାର ସୁଯୋଗ ପାଇଥିଲେ। ଗୁଳି ବିନିମୟ…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ସିପୁ ଜଙ୍ଗଲରେ ଲୁଚିଥିବା ଖବରପାଇ ଅପରେଶନ ଆରମ୍ଭ ହୋଇଥିଲା। ପରେ ତାଙ୍କୁ ଏନକାଉଣ୍ଟର…

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ ନାଲା ଅଞ୍ଚଳରେ ଏହି ଏନକାଉଣ୍ଟର ଚାଲିଥିବା ଜଣାପଡ଼ିଛି । ପୋଲିସକୁ ଏହି ଅଞ୍ଚଳରେ ଆତଙ୍କବାଦୀ…

ସୁକମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ

ନୂଆଦିଲ୍ଲୀ,୩।୧: ଛତିଶଗଡ଼ର ସୁକମାରେ ନକ୍ସଲବାଦ ବିରୋଧରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଡିଆରଜି କର୍ମଚାରୀମାନେ ଏକ ସର୍ଚ୍ଚ ଅପରେସନ୍ ସମୟରେ ୧୨ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ସୁକମାର କିସ୍ତାରାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏକ ସର୍ଚ୍ଚ ଅପରେସନ୍ କରୁଥିଲେ।…

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି…

ମାଓବାଦୀ ସଙ୍ଗଠନକୁ ବଡ଼ ଝଟକା: ଏନ୍‌ଆଉଣ୍ଟରରେ ଟଳିପଡ଼ିଲେ ଟପ୍‌ ମାଓବାଦୀ ହିଡମା

ଅମରାବତୀ,୧୮।୧୧: ଆନ୍ଧ୍ରପ୍ରଦେଶରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏକ ବଡ଼ଧରଣର ଏନ୍‌କାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ୬ଜଣ ଟପ୍‌ ମାଓବାଦୀ ନେତା ନିହତ ହୋଇଥିବା ସୂଚନା ମିଳିଛି। ଏନ୍‌କାଉଣ୍ଟରରେ ଟପ୍‌ ମାଓବାଦୀ ନେତା ମାଡଭି ହିଡମା ଏବଂ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା…

ଗଣବଳାତ୍କାର ମାମଲାରେ ପୋଲିସକୁ ବଡ଼ ସଫଳତା

କୋଏମ୍ବାଟୁର,୪।୧୧: ତାମିଲନାଡୁ କୋଏମ୍ବାଟୁରର ଏକ ବିମାନବନ୍ଦର ନିକଟରେ ରବିବାର ଜଣେ ମହିଳା କଲେଜ ଛାତ୍ରୀଙ୍କୁ ଅପହରଣ ଏବଂ ଗଣବଳାତ୍କାର ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ସକାଳେ ପୋଲିସ ସହିତ ଏନକାଉଣ୍ଟର ପରେ ଅଭିଯୁକ୍ତ ଥାଭାସି, କାର୍ତ୍ତିକ ଏବଂ କାଲିଶ୍ୱରନଙ୍କୁ…

ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ, ଏବେ ବି ଜାରି ରହିଛି ଗୁଳିବର୍ଷଣ

ରାୟପୁର,୨୬ା୭: ଛତିଶଗଡ଼ର ବିଜାପୁର ଜିଲାରେ ଶନିବାର ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା ମିଳିଛି। ମାଓବାଦୀମାନଙ୍କ ସହିତ ଚାଲିଥିବା ଏନ୍‌କାଉଣ୍ଟରରେ ସୁରକ୍ଷାବାହିନୀ ଏପର୍ଯ୍ୟନ୍ତ ୪ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଜଣେ ପୋଲିସ ଅଧିକାରୀ ପିଟିଆଇକୁ କହିଛନ୍ତି ଯେ, ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri