Tag Archives: Encounter

ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ, ଏବେ ବି ଜାରି ରହିଛି ଗୁଳିବର୍ଷଣ

ରାୟପୁର,୨୬ା୭: ଛତିଶଗଡ଼ର ବିଜାପୁର ଜିଲାରେ ଶନିବାର ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା ମିଳିଛି। ମାଓବାଦୀମାନଙ୍କ ସହିତ ଚାଲିଥିବା ଏନ୍‌କାଉଣ୍ଟରରେ ସୁରକ୍ଷାବାହିନୀ ଏପର୍ଯ୍ୟନ୍ତ ୪ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଜଣେ ପୋଲିସ ଅଧିକାରୀ ପିଟିଆଇକୁ କହିଛନ୍ତି ଯେ, ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ…

ବଳାତ୍କାର ପରେ ବାଳିକାକୁ କରିଥିଲେ ହତ୍ୟା, ଏବେ ଏନକାଉଣ୍ଟରରେ ଗଲା ଜୀବନ

ଫରୁଖାବାଦ,୧୮।୭: ଜଣେ ବାଳିକଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ, ଅଭିଯୁକ୍ତଙ୍କ ପାଇଁ ୫୦,୦୦୦ ଟଙ୍କା ପୁରସ୍କାର ଘୋଷଣା କରାଯାଇଥିଲା। ଏବେ ଏହି ମଧ୍ୟବୟସ୍କ ବ୍ୟକ୍ତିଙ୍କୁ ପୋଲିସ ଏନକାଉଣ୍ଟରକରିଛି। ଫଳରେ ଅସମୟରେ ଯାଇଛି ଅଭିଯୁକ୍ତଙ୍କ ଜୀବନ। ପୋଲିସ ତାଙ୍କୁ ବହୁତ ଦିନ ଧରି…

ଗୋପାଳ ଖେମକା ହତ୍ୟାକାଣ୍ଡର ଦ୍ୱିତୀୟ ଅଭିଯୁକ୍ତ ଏନକାଉଣ୍ଟରରେ ମୃତ

ପାଟନା,୮।୭: ବିହାରର ବଡ଼ ଶିଳ୍ପପତି ଗୋପାଳ ଖେମକାଙ୍କ ହତ୍ୟାକାଣ୍ଡର ଦ୍ୱିତୀୟ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ପୋଲିସ ତାଙ୍କୁ ପଚରାଉଚରା କରିବାକୁ ଯାଇଥିଲା କିନ୍ତୁ ସେ ପୋଲିସ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଦେଇଥିଲେ। ପାଲଟା ଗୁଳିଚାଳନା ସମୟରେ ତାଙ୍କ…

ପୋଲିସ ଗୁଳିରେ ଟଳିଲେ ଦୁଇ ମହିଳା ମାଓବାଦୀ

ମାଲକାନଗିରି,୨୬ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାର ଅଭୁଝମାଡ଼ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି। ଫଳରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି। ଡିଆର୍‌ଜି, ଏଟିଏଫ୍‌ ଯବାନଙ୍କ ଅପରେଶନର ଏହି ସଫଳତା…

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି ଶ୍ରୀନଗର,୧୩।୪: ଜମ୍ମୁ ଓ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଆଉ ଜଣେ ଆତଙ୍କବାଦୀ ଉପସ୍ଥିତ ଥାଇପାରନ୍ତି…

ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା, Encounterରେ ୬ ନକ୍ସଲ ନିପାତ

ଲାଲପନିଆ(ବୋକାରୋ),୨୧।୪: ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍‌ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି Encounterରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍‌ କୋଇଲା କ୍ଷେତ୍ର…

କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ଅପରାଧୀଦ୍ୱୟ ହେଲେ ସଂଗ୍ରାମ ରାଉତ ଓରଫ କଟାସ ଏବଂ ଶୁଭ୍ରାଂଶୁ ପରିଡ଼ା ଓରଫ ଜୁବୁଲା।…

୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା, ପୋଲିସ ଏନକାଉଣ୍ଟରରେ ନିହତ ହେଲେ ମୁଖ୍ୟ ଅଭିଯୁକ୍ତ

ବେଙ୍ଗାଲୁରୁ,୧୪।୪: କର୍ନାଟକର ହୁବଲିରେ ଜଣେ ୫ ବର୍ଷର ଝିଅକୁ ଅପହରଣ ଏବଂ ହତ୍ୟା କରିଥିବା ଅଭିଯୁକ୍ତକୁ ରବିବାର (୧୩ ଏପ୍ରିଲ) ପୋଲିସ ଏନକାଉଣ୍ଟରରେ ନିହତ କରିଛି। ଏହି ସୂଚନା ଅଧିକାରୀମାନେ ପ୍ରଦାନ କରିଛନ୍ତି। ଅଧିକାରୀଙ୍କ ଅନୁଯାୟୀ, ଅଭିଯୁକ୍ତ ରିତେଶ କୁମାରଙ୍କୁ ଧରାପଡ଼ିବା…

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍‌ ଆସିଫ୍‌ ଏବଂ ଅଭିଷେକ ବାରିକ୍‌। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଏନେ ସୂଚନା ଦେଇଛନ୍ତ ଉତ୍ତରାଞ୍ଚଳ ଆଇଜି ଏବଂ ଝାରସୁଗୁଡ଼ା…

ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶକୁ ଏନ୍‌କାଉଣ୍ଟର

ସମ୍ବଲପୁର,୪।୩( ପ୍ରମୋଦ ବହିଦାର): ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଅଇଁଠାପାଲି ଥାନା ଜମାଦାରପାଲି ବିମାନ ଅବତରଣ କେନ୍ଦ୍ରର ରାସ୍ତାର ଲମ୍‌ଡୁଙ୍ଗରୀ ନିକଟରେ ମଙ୍ଗଳବାର ପ୍ରାତଃ ୫ଟା ୪୫ମିନିଟ ସମୟରେ ମହେଶକୁ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରବେଳେ…

ରାଜଧାନୀରେ ଏନ୍‌କାଉଣ୍ଟର

ଭୁବନେଶ୍ୱର,୧୭ା୨: ରାଜଧାନୀରେ ପୋଲିସର ଏନ୍‌କାଉଣ୍ଟର। ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରରେ ଆନଃରାଜ୍ୟ ଲୁଟେରାକୁ ଏନ୍‌କାଉଣ୍ଟର କରିଛି ପୋଲିସ। ଏହି ଏନ୍‌କାଉଣ୍ଟରରେ ଆପାର୍ଟମେଣ୍ଟ ଲୁଟେରା ଅର୍ଜ୍ଜୁନ ଅନାରେ ଆହତ ହୋଇଛନ୍ତି। ତାଙ୍କ ବାମପଟ ଆଣ୍ଠୁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ପ୍ରଥମେ…

ସୁରକ୍ଷାକର୍ମୀ-ମାଓବାଦୀ ଘମାଘୋଟ ଲଢ଼େଇ: ୧୨ ମାଓବାଦୀ ନିହତ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୧୨ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?