ଆକ୍ସନ ମୋଡ୍ରେ ପୋଲିସ: ଥାନା ଚାରିପଟୁ ଆରମ୍ଭ କଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଦାରିଙ୍ଗବାଡ଼ି,୨୭ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଚାରିପଟକୁ ଜବରଦଖଲ କରି ଏକାଧିକ ଲୋକ ବସବାସ କରୁଛନ୍ତି। ଏବେ ଉକ୍ତ ଜବରଦଖଲକୁ ଥାନା ପକ୍ଷରୁ ଉଚ୍ଛେଦ କାର୍ଯ୍ୟ ରବିବାରଠାରୁ କରାଯାଇଛି। ଥାନା ଅଧିକାରୀ ତଥା ଡିଏସ୍ପି କନକ କୁମାର ମାଝୀଙ୍କ...