କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ… ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି କପ୍ତିପଦା ବ୍ଲକ ଠାରୁ ଗୋଲେଇ ପର୍ଯ୍ୟନ୍ତ ପ୍ରଥମ…