ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…
ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି ପରିସ୍ଥିତି ସୃଷ୍ଟି କରିଛି ଯାହା ଦେଶର ସବୁଠାରୁ ଶିକ୍ଷିତ ବ୍ୟକ୍ତିଙ୍କୁ ମଧ୍ୟ ଦେଶ ଛାଡିବାକୁ…
ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଘଟଣା: RWSS ଅଫିସର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା
ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍. ଉଦୟଗିରି RWSS କନିଷ୍ଠ ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଅଭିଯୋଗ ଘଟଣାରେ RWSS କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା l ପିଅନ ପାଣି ବୋତଲରେ ପରିସ୍ରା ଦେଇଥିବା ନେଇ ଥାନାରେ…
ପାଣି ବଦଳରେ ଯନ୍ତ୍ରୀଙ୍କୁ ପରିସ୍ରା ପିଇବାକୁ ଦେଲେ ପିଅନ, ଘଟଣା ଜଣାପଡ଼ିବା ପରେ…
ଗଜପତି,୩୧ା୭(ଗିରିଧାରୀ ପରିଚ୍ଛା): ଆର୍.ଉଦୟଗିରି RWSS ଯନ୍ତ୍ରୀଙ୍କୁ ବୋତଲରେ ପାଣି ବଦଳରେ ପରିସ୍ରା ଦେଇଛନ୍ତି ଜଣେ କର୍ମଚାରୀ। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାରେ। ଗତ ୨୨ ତାରିଖରେ ଆର.ଉଦୟଗିରି RWSS କାର୍ଯ୍ୟାଳୟରେ ଯୋଗଦେଇଥିଲେ ଯନ୍ତ୍ରୀ ସଚିନ ଗୌଡ଼।…
ଆୟଠାରୁ ଠୁଳ କରିଛନ୍ତି ଅମାପ ସମ୍ପତ୍ତି, ବନ୍ଧାହେଲେ କୋଟିପତି ଯନ୍ତ୍ରୀ
ଭଞ୍ଜନଗର,୧୨ା୯: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଜନ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଚଢ଼ାଉ କରିଥିଲା ଭିଜିଲାନ୍ସ। ପ୍ରସନ୍ନଙ୍କ…
ଦିନ ଦ଼୍ବିପହରରେ ଇଞ୍ଜିନିୟରଙ୍କୁ ହତ୍ୟା, ପାଟିରେ ଟେପ୍ମାରି ପିଟିପିଟି ମାରିଦେଲେ
ସୁଲତାନପୁର, ୧୭।୦୮: ଉତ୍ତର ପ୍ରଦେଶର ସୁଲତାନପୁରରେ ଜଳ ନିଗମର ଜଣେ ଇଞ୍ଜିନୟରଙ୍କୁ ଦିନ ଦ଼୍ବିପ୍ରହରରେ ହତ୍ୟା କରାଯାଇଛି । ଘରେ ପଶି ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଛନ୍ତି । କୋଟୱାଲି ନାଗରର ଭିନୋଭାପୁରୀ ଅଞ୍ଚଳରେ ଏହି ଘଟଣା ଘଟିଛି। ଇଞ୍ଜିନିୟରଙ୍କ ଡ୍ରାଇଭର…
ବନ୍ଧା ହେଲେ କୋଟିପତି ଯନ୍ତ୍ରୀ, ଆଖି ଖୋସିଲା ପରି ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ୍
ବାଲେଶ୍ୱର,୩।୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗ ଆନନ୍ଦପୁର ବ୍ୟାରେଜ୍ ଡିଭିଜନର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ତାଙ୍କ ଘରେ ରେଡ୍ କରାଯାଇଥିଲା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ପରେ…
Archives


