ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ ରବିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଯନ୍ତ୍ରୀଙ୍କର ରହିଛି ଅମାପ ସମ୍ପତ୍ତି। ୫ଟି…