ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍ ରୁଜୁ କରିନି ପୋଲିସ ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍ ଆସି…