ଟିମ ଇଣ୍ଡିଆ ପାଇଁ ବିପଦ ଇଂଲଣ୍ଡର ଏହି ୫ ଖେଳାଳି! ସେମିଫାଇନାଲରେ ହୋଇପାରେ…
ନୂଆଦିଲ୍ଲୀ,୫।୩: ICC ପୁରୁଷ T20 ବିଶ୍ୱକପ ୨୦୨୬ ଏବେ ଏହାର ନିର୍ଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚିଛି। ଗୁରୁବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ସେମିଫାଇନାଲ ଖେଳାଯିବ। ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ଟିମ ଇଣ୍ଡିଆ ଫାଇନାଲରେ ପହଞ୍ଚିବାକୁ ଲକ୍ଷ୍ୟ…
ସେମିଫାଇନାଲରେ ଭାରତ ଖେଳ ବିଗାଡ଼ି ପାରନ୍ତି ଏହି ୫ ଇଂଲଣ୍ଡ ଖେଳାଳି
ମୁମ୍ବାଇ,୩।୩: ୨୦୨୬ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଭାରତ ଦୁଇଥର ଚାମ୍ପିଅନ ଇଂଲଣ୍ଡକୁ ଭେଟିବ। ଏହି ଟୁର୍ନାମେଣ୍ଟରେ ଇଂଲଣ୍ଡ ଅନେକ ମ୍ୟାଚ୍ରେ ସଂଘର୍ଷ କରିଛି, କିନ୍ତୁ ପ୍ରତ୍ୟେକ ଥର ଜଣେ ଖେଳାଳି ଆଗକୁ ବଢ଼ି…
ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ
ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ ବିଶ୍ୱକପ୍ ମଞ୍ଚରେ ଇଂଲଣ୍ଡ ବିପକ୍ଷରେ ଏହା ୱେଷ୍ଟଇଣ୍ଡିଜ୍ର ପ୍ରଥମ ବିଜୟ। ଇଂଲଣ୍ଡ ଟସ୍…
ଆଶେସ୍ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍ ଡକେଟ୍ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ…
ପ୍ରଥମ ଥର ପାଇଁ ମହିଳା ଦିନିକିଆ ବିଶ୍ୱକପ୍ ଫାଇନାଲରେ ଦକ୍ଷିଣ ଆଫ୍ରିକା: ଇଂଲଣ୍ଡଠାରୁ ନେଲା ପ୍ରତିଶୋଧ
ନୂଆଦିଲ୍ଲୀ,୨୯।୧୦: ଇତିହାସରେ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍ ଦଳ ଦିନିକିଆ ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ACA ଷ୍ଟାଡିୟମରେ ଖେଳାଯାଇଥିବା ମହିଳା ବିଶ୍ୱକପ୍ ୨୦୨୫ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଇଂଲଣ୍ଡକୁ ୧୨୫ ରନର ବଡ଼ ବ୍ୟବଧାନରେ…
ରୋମାଞ୍ଚକର ମ୍ୟାଚ୍ରେ ୪ ରନ୍ରେ ଭାରତକୁ ହରାଇ ସେମିରେ ଇଂଲଣ୍ଡ,
ଇନ୍ଦୋର,୧୯ା୧୦: ମହିଳା ବିଶ୍ୱକପରେ ଭାରତ ଇଂଲଣ୍ଡ ଠାରୁ ୪ ରନରେ ହାରିଛି। ଶେଷ ୩ ଓଭରରେ ୨୭ ରନ ଦରକାର ଥିବା ବେଳେ ଦୀପ୍ତି ଶର୍ମାଙ୍କ ଉଇକେଟ ପଡ଼ିବା ପରେ ଭାରତ ହାରିଗଲା। ଇଂଲଣ୍ଡ ୫୦ ଓଭରରେ ୨୮୮ ରନ କରିଥିଲା,…
ପଞ୍ଚମ ଟେଷ୍ଟରେ ଭାରତର ରୋମାଞ୍ଚକର ବିଜୟ: ସିରାଜଙ୍କୁ ୫ ଉଇକେଟ
ଓଭାଲ,୪।୮: ଲଣ୍ଡନର କେନିଂଟନ୍ ଓଭାଲରେ ଅନୁଷ୍ଠିତ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆଣ୍ଡରସନ-ତେନ୍ଦୁଲକର ଟ୍ରଫିର ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିଛି। ମହମ୍ମଦ ସିରାଜଙ୍କ ଅସାଧାରଣ ବୋଲିଂ ଓ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସହାୟତାରେ ଭାରତ ମାତ୍ର…
ଲର୍ଡସ୍ ଟେଷ୍ଟ: ପ୍ରଥମ ଘଣ୍ଟାରେ ୬ ଉଇକେଟ୍ ନେବାକୁ ଇଂଲଣ୍ଡ କୋଚ୍ଙ୍କ ଚେତାବନୀ, ଭାରତ ଆଗରେ ବଡ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୧୪ା୭: ଲର୍ଡସ୍ରେ ଚାଲିଥିବା ଭାରତ ଓ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ୍ର ଚତୁର୍ଥ ଦିନରେ ଇଂଲଣ୍ଡ ସହାୟକ କୋଚ୍ ମାର୍କସ୍ ଟ୍ରେସ୍କୋଥିକ୍ ଭାରତକୁ ଏକ ଦୃଢ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଜୋଫ୍ରା ଆର୍ଚରଙ୍କ ନେତୃତ୍ୱାଧୀନ ବୋଲିଂ ଦଳ…
ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତକୁ ‘ଜସପ୍ରିତ ବୁମରା ଝଟକା’, ଏହି ବୋଲରଙ୍କୁ ମିଳିବ ସୁଯୋଗ
ନୂଆଦିଲ୍ଲୀ, ୨୭ା୬: ଇଂଲଣ୍ଡ ବିପକ୍ଷ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଭାରତର ଷ୍ଟାର ଦ୍ରୁତ ବୋଲର ଜସପ୍ରିତ ବୁମରା ଏଡଜବାଷ୍ଟନରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ…
ଭାରତୀୟ ଦଳରେ ସୁଯୋଗ ମିଳିଲାନି, ଏବେ ନୂଆ ଟିମ୍ରୁ ଡେବ୍ୟୁ କଲେ ଇଶାନ କିଷନ
ନୂଆଦିଲ୍ଲୀ,୨୨।୬: ଭାରତୀୟ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ ଏବେ ଏକ ନୂତନ ଟିମ୍ରୁ ଡେବ୍ୟୁ କରିବାକୁ ଯାଉଛନ୍ତି। ଲିଡ୍ସ ଟେଷ୍ଟ ମଧ୍ୟରେ ସେ ରବିବାର ୨୨ ଜୁନରେ ଏକ ଇଂଲଣ୍ଡ ଦଳ ପକ୍ଷରୁ ତାଙ୍କର ପ୍ରଥମ ମ୍ୟାଚ୍ ଖେଳିଥିଲେ। ସେ…
BCCIକୁ ବଡ଼ ଝଟ୍କା: ଭାରତ ଆଗାମୀ ୬ ବର୍ଷ ପାଇଁ…
ନୂଆଦିଲ୍ଲୀ,୧୪।୬: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ (WTC Final) ଆୟୋଜନ କରିବାର ସ୍ବପ୍ନ କିଛି ବର୍ଷ ପାଇଁ ଅଧୁରା ରହିପାରେ। BCCIକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଠାରୁ ଏକ ବଡ଼ ଝଟକା ଲାଗିପାରେ।…
ପାଦର ଆଙ୍ଗୁଠି କାଟିଦେବାକୁ ପ୍ଲାନିଂ କରିଥିଲେ ଏହି କ୍ରିକେଟର୍..ଆଉ ତା’ପରେ ଘଟିଗଲା ଏମିତି କିଛି
ନୂଆଦିଲ୍ଲୀ,୬।୬: ଇଂଲଣ୍ଡର ଦ୍ରୁତ ବୋଲର ବ୍ରାଇଡନ କାର୍ସେ ତାଙ୍କ ଜୀବନର ଏକ ଲୋମଟାଙ୍କୁରା ଘଟଣା ପ୍ରକାଶ କରିଛନ୍ତି। ସେ କହିଛନ୍ତି,ଦିନେ ଏକ ନିରନ୍ତର ଯନ୍ତ୍ରଣାଦାୟକ ସମସ୍ୟାରୁ ସୁସ୍ଥ ହେବା ପାଇଁ ତାଙ୍କ ପାଦର ଆଙ୍ଗୁଠି କାଟିବାକୁ ଚିନ୍ତା କରିଥିଲେ। କାରଣ ଏହା…
Archives


