T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍ ରେସ୍ରୁ ପାକିସ୍ତାନ ବିଦା? ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି ମ୍ୟାଚ୍କୁ ଇଂଲଣ୍ଡ ୨ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଇଂଲଣ୍ଡ…