ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହି ମ୍ୟାଚ ୧୦ ଜୁଲାଇରୁ ଲଣ୍ଡନର ଲର୍ଡସରେ ଅନୁଷ୍ଠିତ…