ସୁପର-୮ ମ୍ୟାଚ୍ରେ ଇଂଲଣ୍ଡର ବଡ଼ ବିଜୟ ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୪୭ ରନର ଟାର୍ଗେଟର ପିଛା କରୁଥିବା ଶ୍ରୀଲଙ୍କା ୧୬.୪ ଓଭରରେ ୯୫…