ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର
ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ ବେଳେ ପୋଲିସ ଓ ଅଭିଯୁକ୍ତ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖସିବା…

