Tag Archives: Entertainment News

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ ପ୍ରାୟ ୩ରୁ ୪ ରାଉଣ୍ଡ ଫାୟାରିଂ କରାଯାଇଛି। ଘଟଣା ପରଠାରୁ ରୋହିତଙ୍କ ପରିବାର…

ସ୍ମୃତି-ପଲାଶଙ୍କ ବିବାହ ସ୍ଥଗିତ ରହିବା ପରେ ପ୍ରଥମ ଥର ଏମିତି କହିଲେ ଭଉଣୀ ପଲକ, କଲେ ବଡ଼ ଖୁଲାସା

ମୁମ୍ବାଇ,୫।୧୨: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ ବିଶ୍ୱକପ ବିଜୟୀ ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହକୁ ନେଇ ବହୁତ ଆଲୋଚନା ଚାଲିଛି। ନଭେମ୍ବର ୨୩ ତାରିଖରେ ହେବାକୁ ଥିବା ସେମାନଙ୍କ ବିବାହ ହଠାତ୍‌ ସ୍ଥଗିତ ହୋଇଯାଇଥିଲା,…

ଝିଅ ପାଇଁ କିଆରା ଖୁସି

ମୁମ୍ବାଇ: ଅଭିନେତ୍ରୀ କିଆରା ଆଡ୍‌ଭାନୀ ନିକଟରେ ମା’ ହୋଇଛନ୍ତି। ଝିଅ ଜନ୍ମର ପ୍ରାୟ ୫ ମାସ ପରେ ତା’ ନାଁ ଦେଇଛନ୍ତି । ସେ ତାଙ୍କ ରାଜକୁମାରୀ ନାମ ‘ସାରାୟା’ ରଖିଛନ୍ତି। କିଆରା ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ଝିଅ ସାରାୟା ସଂସ୍କୃତ…

ବିବାହକୁ ନେଇ ଆସିଲା ଅପଡେଟ୍‌, ବଡ଼ ସୂଚନା ଦେଲେ ପଲାଶଙ୍କ ମା’

ନୂଆଦିଲ୍ଲୀ,୨୮।୧୧: ସ୍ମୃତି ମନ୍ଧାନା ଏବଂ ପଲାଶ ମୁଛଲଙ୍କ ବିବାହ ବିଷୟରେ ପ୍ରଶଂସକମାନେ ଏବେ ବି ଅନୁମାନ କରୁଛନ୍ତି। ବିବାହ ଦିନ ସ୍ମୃତିଙ୍କ ବାପାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଗଲା। ହୃଦଘାତ ଅନୁଭବ କରିବା ପରେ ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନିଆଯାଇଥିଲା। ବିବାହ…

ପ୍ରେମିକା ପାଇଁ ଧର୍ମ ବଦଳାଇଲେ

ମୁମ୍ବାଇ: କମେଡିଆନ କପିଲ ଶର୍ମାଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘କିସ୍‌ କିସ୍‌କୋ ପ୍ୟାର୍‌ କରୁଁ ୨’ ର ଟ୍ରେଲର୍‌ ବୁଧବାର ମୁକ୍ତିଲାଭ କରିଛି। ନିର୍ଦ୍ଦେଶକ ଯୋଡ଼ି ଆବ୍ବାସ-ମସ୍ତାନଙ୍କ ୨୦୧୫ର ହିଟ କମେଡି ଫିଲ୍ମର ଏହି ସିକ୍ୱେଲରେ କପିଲ ଶର୍ମା ପୁଣି ଥରେ…

ପରଲୋକରେ କିମ୍ବଦନ୍ତୀ ଗାୟକ ଓଜି ଅସବୋର୍ନ, ୭୬ ବର୍ଷ ବୟସରେ ଦୁନିଆରୁ ନେଲେ ବିଦାୟ

ନୂଆଦିଲ୍ଲୀ,୨୩।୭: କିମ୍ବଦନ୍ତୀ ଗାୟକ ଓଜି ଅସବୋର୍ନ ଆଉ ନାହାନ୍ତି। ୭୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। ‘ପ୍ରିନ୍ସ ଅଫ ଡାର୍କନେସ’ ଓଜି ୨୦୧୯ରେ ପାର୍କିନ୍ସନ୍ସ ରୋଗରେ ପୀଡିତ ଥିଲେ। ତଥାପି, ଗାୟକଙ୍କ ପରିବାର ତାଙ୍କ ମୃତ୍ୟୁର କାରଣ ପ୍ରକାଶ କରିନାହାଁନ୍ତି।…

ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରଶେଫ୍‌

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତା ଗୌରବ ଖାନ୍ନା ‘ସେଲିବ୍ରିଟି ମାଷ୍ଟରଶେଫ୍‌’ ପ୍ରଥମ ସିଜନର ଟାଇଟଲ ହାସଲ କରିଛନ୍ତି। ଶୁକ୍ରବାର ରାତିରେ ଆୟୋଜିତ ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମରେ ତାଙ୍କୁ ଶୋ’ର ଟାଇଟଲ ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିଛି।…

ଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତା

ମୁମ୍ବାଇ: ଆଜିର ଦିନ ଭାରତୀୟ ସିନେମା ଲାଗି ବହୁତ ଖରାପ ଥିଲା। ସକାଳେ ଭେଟେରାନ ମନୋଜ କୁମାରଙ୍କ ପରଲୋକ ଖବର ଆସିଥିବା ବେଳେ ପୁଣି ଜଣେ ଅଭିନେତାଙ୍କ ନିଧନ ଖବର ସାମ୍ନାକୁ ଆସିଛି। ସେ ହେଲେ ତାମିଲ ତଥା ମାଲାୟାଲାମ ସିନେମାର…

ନା କାଜୋଲ, ନା କରିସ୍ମା; ଏହି ଅଭିନେତ୍ରୀ ହେଉଛନ୍ତି ଅଜୟ ଦେବଗନଙ୍କ ପ୍ରଥମ ପ୍ରେମ…

ବମ୍ବେ: ସର୍ବଦା ନିଜର ଫିଲ୍ମକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବଲିଉଡର ଅନ୍ୟତମ ହିଟ୍‌ ନାୟକ ଅଜୟ ଦେବଗନ୍‌। ଆଜି ସେ ତାଙ୍କର ୫୬ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଚାଲନ୍ତୁ ଜାଣିବା ତାଙ୍କ ପ୍ରେମ ଜୀବନ ବିଷୟରେ କିଛି ଅଜଣା…

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି ଅସୁସ୍ଥ ଥିଲେ। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିଲା। ତଥାପି ଏବେ ସେ ସବୁଦିନ ପାଇଁ…

ହାଇଦ୍ରାବାଦର ଜ୍ୱାଇଁ ହେବାକୁ ଯାଉଛନ୍ତି ପ୍ରଭାସ, ହେଲା ବିବାହ ପକ୍କା !

ହାଇଦ୍ରାବାଦ: ଟଲିଉଡ୍‌ ଷ୍ଟାର ପ୍ରଭାସ ‘ମୋଷ୍ଟ ଏଲିଜିବୁଲ୍‌ ବ୍ୟାଚେଲର’ ମଧ୍ୟରୁ ଜଣେ। ପ୍ରାୟତଃ ତାଙ୍କର ବିବାହକୁ ନେଇ ଅନେକ ଖବର ସାମ୍ନାକୁ ଆସିଥାଏ। ସହ ଅଭିନେତ୍ରୀ ଅନୁଷ୍କାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଚାଲିବା କୁହାଯାଉଥିବା ବେଳେ ଦୁହେଁ ବିବାହ କରିପାରନ୍ତି…

ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ,ଏବେ କିନ୍ତୁ ସବୁ ଠିକ୍‌… ଗୋବିନ୍ଦାଙ୍କ ଓକିଲ ଖବରକୁ କହିଲେ ମିଥ୍ୟା

ମୁମ୍ବାଇ: ଆଜିକାଲି ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ। ବର୍ଷେ କିମ୍ବା ଦୁଇ ବର୍ଷ ନୁହେଁ ଦୀର୍ଘ ୩୭ ବର୍ଷର ବୈବାହିକ ଜୀବନରେ ତାଙ୍କର ଝଡ଼ ସୃଷ୍ଟି ହୋଇଛି। ପତ୍ନୀ ସୁନୀତାଙ୍କ ସହ ତାଙ୍କର ଛାଡ଼ପତ୍ର ହେବ ବୋଲି କୁହାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri