Entertainment News

‘ଆଏ ହାଏ, ଓଏ ହୋଏ..ବଦୋ ବଦି’ ଗାଇଥିବା ଗାୟକଜଣଙ୍କ କିଏ? ଯାହାଙ୍କୁ ମିଳିଥିଲା ୨୮ ବିବାହ ପ୍ରସ୍ତାବ, ସେଲିବ୍ରିଟିଙ୍କ ଭଳି ଯିଏ ବଦଳାଇଛନ୍ତି ନାମ…

ବମ୍ବେ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଟ୍ରେଣ୍ଡ ପାଲଟିଛି ଏକ ଗୀତ ‘ଆଏ ହାଏ, ଓଏ ହୋଏ, ବଦୋ ବଦି...’। ପ୍ରାୟ ସମସ୍ତଙ୍କ ମୁହଁରେ ଏହି ଗୀତ…

2 years ago

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ ଘରେ…

2 years ago

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ ଚର୍ଚ୍ଚା…

2 years ago

ଉତ୍କଣ୍ଠା ବଢ଼ାଇଲା ‘ଚନ୍ଦୁ ଚାମ୍ପିୟନ’; କାର୍ତ୍ତିକଙ୍କୁ ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ରିଲିଜ ହୋଇଛି ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଅପକମିଂ ଫିଲ୍ମ ‘ଚନ୍ଦୁ ଚାମ୍ପିୟନ’ର ନୂଆ ପୋଷ୍ଟର। ଏଥିରେ ଅଭିନେତାଙ୍କ ଲୁକ୍‌ ପ୍ରଶଂସକଙ୍କ ହୃଦୟ ଜିତୁଛି। କାରଣ…

2 years ago

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ ଏଯାଏ…

2 years ago

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ ହେଉଛନ୍ତି…

2 years ago

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍‌…

2 years ago

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ ନିଜର…

2 years ago

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌ ଷ୍ଟ୍ରିମିଂ…

2 years ago

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ ଜବତ…

2 years ago

ସଲମାନଙ୍କୁ ଭେଟିବାକୁ ଗାଲାକ୍ସି ଆପାର୍ଟମେଣ୍ଟରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ

ବମ୍ବେ: ନିକଟରେ ବଲିଉଡ୍‌ର ଦବଙ୍ଗ ଖାନ୍‌ଙ୍କ ଘର ଉପରେ ୨ ଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଏହି ଘଟଣା ଅନେକଙ୍କୁ ଚକିତ କରିଥିଲା। ପୋଲିସ ଘଟଣା…

2 years ago

Video: ବିଗ୍‌ବସ୍‌ ବିଜେତା ମୁନାଓ୍ବର ଫାରୁକିଙ୍କୁ ଅଣ୍ଡାମାଡ଼

ବମ୍ବେ: ସଲମାନ ଖାନ୍‌ଙ୍କ ରିଆଲିଟି ଶୋ’ ବିଗ୍‌ବସ୍‌ ୧୭ର ବିଜେତା ହୋଇଥିଲେ ମୁନାଓ୍ବର ଫାରୁକି। ଏହାପରଠାରୁ ସେ ନିଜର ବ୍ୟକ୍ତିଗତ ଜୀବନ ସହ କର୍ମ ଜୀବନକୁ ନେଇ…

2 years ago