Tag Archives: Entertainment News

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର ଇଚ୍ଛା ବିରୋଧରେ ଯାଇ ବିବାହ କରିଥାନ୍ତି। ପରେ କିଛି ପରିବାର ନିଜ ସନ୍ତାନର...

ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍‌ଜଣଙ୍କ କିଏ? ଯାହାଙ୍କ ସ୍କାନର୍‌ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…

ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି। ବର୍ତ୍ତମାନ, ବାବା ସିଦ୍ଦିକିଙ୍କ ମୃତ୍ୟୁର କିଛି ସମୟ ପରେ ମୁମ୍ବାଇ କଣ୍ଟ୍ରୋଲ ରୁମକୁ...

‘ବାବା ସିଦ୍ଧକିଙ୍କଠାରୁ ଖରାପ ହେବ ଅବସ୍ଥା’; ପୁଣି ଭାଇଜାନଙ୍କୁ ଧମକ ମିଳିବା ପରେ ଚିନ୍ତାରେ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ। ମୁମ୍ବାଇ ପୋଲିସକୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଏକ ବାର୍ତ୍ତା ମିଳିଛି। ଯେଉଁଥିରେ ଅଭିନେତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି। ଏପରିକି ଶତ୍ରୁତାକୁ ଶେଷ କରିବାକୁ ୫...

ସଲମାନଙ୍କ ହତ୍ୟା ଷଡଯନ୍ତ୍ର କରିଥିବା ଶାର୍ପ ସୁଟର ଗିରଫ, ବେଶ ବଦଳାଇ ହୋଟେଲରେ ଲୁଚିଥିଲେ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରର ନାଭି ମୁମ୍ବାଇ ପୋଲିସ ସଲମାନ ଖାନଙ୍କ ଫାର୍ମ ହାଉସର ରେକି କରିଥିବା ଶୁଟରଙ୍କୁ ଗିରଫ କରିଛି। ହରିୟାଣାର ପାନିପତରୁ ଶୁଟର ସୁକ୍‌ଖାଙ୍କୁ ପୋଲିସ ଧରିଛି। ମୁମ୍ବାଇ ଅଣାଯିବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତେବେ ସେ...

ବାବା ସିଦ୍ଧକିଙ୍କ ପରେ ଏବେ ବିଶ୍ନୋଇ ଗ୍ୟାଙ୍ଗ ଟାର୍ଗେଟରେ ମୁନାଓ୍ବର ଫାରୁକି

ବମ୍ବେ: ପୁଣି ଚର୍ଚ୍ଚାରେ ରିଆଲିଟି ଶୋ’ ବିଗ୍‌ ବସ୍‌ ୧୭ ବିଜେତା ମୁନାଓ୍ବର ଫାରୁକି। ଏଥର କିନ୍ତୁ ବିଷୟ ବ୍ୟକ୍ତିଗତ କିମ୍ବା କର୍ମ ଜୀବନକୁ ନେଇ ନୁହେଁ ବରଂ ଗାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କୁ ନେଇ। ବାବା ସିଦ୍ଧକିଙ୍କ ପରେ ମୁନାଓ୍ବର...

୬୫ ବର୍ଷରେ ଚତୁର୍ଥ ବିବାହ କଲେ ସଞ୍ଜୟ ଦତ୍ତ? ଭାଇରାଲ ହେଉଛି…

ବମ୍ବେ: ବଲିଉଡର ‘ଖଳନାୟକ’ ସଞ୍ଜୟ ଦତ୍ତ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ନବରାତ୍ରୀ ଅବସରରେ ସେ ପୁଣିଥରେ ବିବାହ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି। ଭିଡିଓରେ ସଞ୍ଜୟ ଧୋତି କୁର୍ତ୍ତା ପିନ୍ଧିଛନ୍ତି। ଚତୁର୍ଥ ଥର...

ବୁଢ଼ୀ ‘ଅନୁପମା’ଙ୍କୁ ଦେଖି ପ୍ରଶଂସକଙ୍କ ବଢ଼ିଲା ବିପି

ବମ୍ବେ: ଚର୍ଚ୍ଚାରେ ଟେଲିଭିଜନ ଦୁନିଆର ସବୁଠାରୁ ଲୋକପ୍ରିୟ ଧାରାବାହିକ ‘ଅନୁପମା’। ନିକଟରେ ନିର୍ମାତା ଏହାର ଲିପ୍‌ ନେଇ ଘୋଷଣା କରିଥିଲେ, ଯାହାର ପ୍ରମୋ ହୋଇଛି ରିଲିଜ। ଏହାପରେ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ଆକ୍ରୋଶ ଦେଖିବାକୁ ମିଳୁଛି। ବିଶେଷକରି ରୂପାଲିଙ୍କ ଲୁକ୍‌...

‘ଅକ୍ଟୋବର ୮ ଫଳାଫଳକୁ ଅପେକ୍ଷା କର, ବାକି କେବଳ ଟାଇମ୍‌ ପାସ୍‌’

କଶ୍ମୀର,୬।୧୦: ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଶନିବାର ସନ୍ଧ୍ୟାରେ ଆସିଥିବା ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ନିର୍ବାଚନର ପ୍ରକୃତ ଫଳାଫଳ ପାଇଁ ସମସ୍ତଙ୍କୁ ଅକ୍ଟୋବର ୮କୁ ଅପେକ୍ଷା...

୫୧ ବର୍ଷ ପୁରୁଣା ବିବାହ କାର୍ଡରୁ ଅମିତାଭଙ୍କୁ ନେଇ ବଡ଼ ଖୁଲାସା! ମିଳିଲା ଏଭଳି ପ୍ରମାଣ…

ବମ୍ବେ: ୧୯୭୩ ମସିହା ଜୁନ୍‌ ୩ ତାରିଖରେ ଜୟା ବଚ୍ଚନଙ୍କ ହାତ ଧରିଥିଲେ ବିଗ୍‌ ବି ଅମିତାଭ ବଚ୍ଚନ। ଏହି ବିବାହକୁ ୫୦ ବର୍ଷରୁ ଅଧିକ ସମୟ ବିତି ସାରିଲାଣି। ହେଲେ ଏବେ ବିବାହର କାର୍ଡ ଭାଇରାଲ ହେବାରେ ଲାଗିଛି,...

ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ମୃଣାଲ, ଖୋଲି କହିଦେଲେ ସବୁକଥା

ମୁମ୍ବାଇ, ୦୪।୦୮: ଟିଭି ଇଣ୍ଡଷ୍ଟ୍ରିରୁ କ୍ୟାରିୟର ଆରମ୍ଭ କରି ବଲିଉଡରେ ଲୋକପ୍ରିୟତା ହାସଲ କରିଥିବା ଅଭିନେତ୍ରୀଙ୍କ ମଧ୍ୟରୁ ମୃଣାଲ ଠାକୁର ଅନ୍ୟତମ। ୨୦୧୨ରେ ଟିଭି ଧାରାବାହିକ ‘ମୁଝ୍‌ସେ କୁଛ୍‌ କେହତି ହେ ଖାମୋସିୟାଁ’ ଜରିଆରେ ସେ ଛୋଟ ପରଦାରେ ଡେବ୍ୟୁ...

ଫାରାହ ଖାନ୍‌ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ

ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍‌। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ଏବେ ତାଙ୍କର ନିଧନକୁ...

ବିବାହବେଳେ ଅଜବ ସର୍ତ୍ତ ରଖିଥିଲେ କାଜୋଲ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଦମ୍ପତିଙ୍କ ମଧ୍ୟରୁ ଅଭିନେତା ଅଜୟ ଦେବ୍‌ଗନ୍‌ ଓ ଅଭିନେତ୍ରୀ କାଜୋଲ ଅନ୍ୟତାମ। ବ୍ୟକ୍ତିଗତ ଜୀବନକୁ ନେଇ ଏହି ଷ୍ଟାର ଦମ୍ପତି ଅନେକବାର ଚର୍ଚ୍ଚାରେ ରହିଥାନ୍ତି। ତେବେ ନିଜ ବିବାହକୁ ନେଇ ବୁଧବାର ଏକ ସାକ୍ଷାତ୍‌କାରରେ କାଜୋଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri