Tag Archives: Entertainment News

ଅହମ୍ମଦାବାଦ ହସ୍ପିଟାଲରେ ଭର୍ତ୍ତି ହେଲେ ଶାହାରୁଖ ଖାନ୍‌

ବମ୍ବେ: ବଲିଉଡ୍‌ର କିଙ୍ଗ୍‌ ଖାନ୍‌ ଶାହାରୁଖଙ୍କ ପାଇଁ ଚିନ୍ତାଜନକ ଖବର। ଅସୁସ୍ଥ ହୋଇ ଅହମ୍ମଦାବାଦର କେଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିନେତା। ଡିହାଇଡ୍ରେଶନକୁ ନେଇ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିବା ଜଣାପଡ଼ିଛି। ହସ୍ପିଟାଲର ଡାକ୍ତରଙ୍କ କହିବା ମୁତାବକ, ପ୍ଲେ…

‘ଆଏ ହାଏ, ଓଏ ହୋଏ..ବଦୋ ବଦି’ ଗାଇଥିବା ଗାୟକଜଣଙ୍କ କିଏ? ଯାହାଙ୍କୁ ମିଳିଥିଲା ୨୮ ବିବାହ ପ୍ରସ୍ତାବ, ସେଲିବ୍ରିଟିଙ୍କ ଭଳି ଯିଏ ବଦଳାଇଛନ୍ତି ନାମ…

ବମ୍ବେ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଟ୍ରେଣ୍ଡ ପାଲଟିଛି ଏକ ଗୀତ ‘ଆଏ ହାଏ, ଓଏ ହୋଏ, ବଦୋ ବଦି…’। ପ୍ରାୟ ସମସ୍ତଙ୍କ ମୁହଁରେ ଏହି ଗୀତ ରହିଛି। ଏହି ଗୀତକୁ ଗାଇଛନ୍ତି ଚାହତ ଫତେହ ଅଲ୍ଲୀ ଖାନ୍‌। ରାତାରାତି ସେ…

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ ଘରେ କାହାକୁ ନ କହି କେଉଁଆଡେ ଚାଲିଯାଇଥିଲେ। ଏନେଇ ତାଙ୍କ ବାପା ପୋଲିସରେ ଅଭିଯୋଗ…

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏବେ କୁଶାଲଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟ ପରେ ସବୁକିଛି…

ଉତ୍କଣ୍ଠା ବଢ଼ାଇଲା ‘ଚନ୍ଦୁ ଚାମ୍ପିୟନ’; କାର୍ତ୍ତିକଙ୍କୁ ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ରିଲିଜ ହୋଇଛି ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଅପକମିଂ ଫିଲ୍ମ ‘ଚନ୍ଦୁ ଚାମ୍ପିୟନ’ର ନୂଆ ପୋଷ୍ଟର। ଏଥିରେ ଅଭିନେତାଙ୍କ ଲୁକ୍‌ ପ୍ରଶଂସକଙ୍କ ହୃଦୟ ଜିତୁଛି। କାରଣ ଚେହେରାଠାରୁ ଆରମ୍ଭ କରି ପୁରା ଶରୀର ଉପରେ ସେ କାମ କରିଛନ୍ତି। ସେ…

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ ଏଯାଏ ସେ ପ୍ରଶଂସକଙ୍କୁ ସେନେଇ ଜଣାଇ ନାହାନ୍ତି। ୨୦୨୨ରେ ତାଙ୍କର ଏକ ପୁଅ ଜନ୍ମ…

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ ହେଉଛନ୍ତି ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଶ୍ନୋଇଙ୍କ ସାନ ଭାଇ। ତେବେ ଏହି ମାମଲାରେ ପୋଲିସ ଲରେନ୍ସଙ୍କୁ…

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍‌ କରୁଥିଲେ। କିଛିଦିନ ତଳେ ସେମାନଙ୍କର ବିବାହ ନେଇ ଖବର ଶୁଣିବାକୁ ମିଳିଥିଲା। ହେଲେ…

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ ନିଜର ବ୍ୟକ୍ତିଗତ ଜୀବନକୁ ଲାଇମ୍‌ଲାଇଟ୍‌ରୁ ଦୂରେଇ ରଖୁଥିବାରୁ କିଏ ସେହି ଯୁବକ ତାହା ସ୍ପଷ୍ଟ…

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌ ଷ୍ଟ୍ରିମିଂ ମାମଲାରେ ସାମିଲ ହୋଇଛି। ମହାରାଷ୍ଟ୍ର ସାଇବର ସେଲ ତମନ୍ନାକୁ ସମନ ପଠାଇଛି। ଅଭିନେତ୍ରୀଙ୍କୁ…

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ଏହି ସମ୍ପତ୍ତିରେ ତାଙ୍କ ପତ୍ନୀ ଶିଳ୍ପା ସେଟ୍ଟୀଙ୍କ ନାମରେ ମୁମ୍ବାଇର ଜୁହୁରେ…

ସଲମାନଙ୍କୁ ଭେଟିବାକୁ ଗାଲାକ୍ସି ଆପାର୍ଟମେଣ୍ଟରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ

ବମ୍ବେ: ନିକଟରେ ବଲିଉଡ୍‌ର ଦବଙ୍ଗ ଖାନ୍‌ଙ୍କ ଘର ଉପରେ ୨ ଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଏହି ଘଟଣା ଅନେକଙ୍କୁ ଚକିତ କରିଥିଲା। ପୋଲିସ ଘଟଣା ସମ୍ପର୍କରେ ସୂଚନା ପାଇ ସିସିଟିଭି ଯାଞ୍ଚ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri