Tag Archives: Entertainment

୬ ବର୍ଷ ପରେ Indian Idol ଛାଡ଼ିଲେ ବିଶାଲ ଦଦଲାନୀ, ଏହି କାରଣ ପାଇଁ…

ମୁମ୍ବାଇ: ସୋନି ଟିଭିର ଲୋକପ୍ରିୟ ରିଆଲିଟି ଶୋ’ ମଧ୍ୟରୁ ‘ଇଣ୍ଡିଆନ ଆଇଡଲ’ ଅନ୍ୟତମ। ନିକଟରେ ଏହାର ଗ୍ରାଣ୍ଡ ଫାଇନାଲ ହୋଇଥିଲା। କୋଲକାତାର ୨୪ ବର୍ଷୀୟ ମାନସୀ ଘୋଷ ଏହାର ଟ୍ରଫି ଜିତିଥିଲେ। ଚଳିତ ସିଜନକୁ ରାପର ବାଦ୍‌ଶାହା, ଶ୍ରେୟା ଘୋଷାଲ ଏବଂ…

ଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତା

ମୁମ୍ବାଇ: ଆଜିର ଦିନ ଭାରତୀୟ ସିନେମା ଲାଗି ବହୁତ ଖରାପ ଥିଲା। ସକାଳେ ଭେଟେରାନ ମନୋଜ କୁମାରଙ୍କ ପରଲୋକ ଖବର ଆସିଥିବା ବେଳେ ପୁଣି ଜଣେ ଅଭିନେତାଙ୍କ ନିଧନ ଖବର ସାମ୍ନାକୁ ଆସିଛି। ସେ ହେଲେ ତାମିଲ ତଥା ମାଲାୟାଲାମ ସିନେମାର…

ହାଇଦ୍ରାବାଦର ଜ୍ୱାଇଁ ହେବାକୁ ଯାଉଛନ୍ତି ପ୍ରଭାସ, ହେଲା ବିବାହ ପକ୍କା !

ହାଇଦ୍ରାବାଦ: ଟଲିଉଡ୍‌ ଷ୍ଟାର ପ୍ରଭାସ ‘ମୋଷ୍ଟ ଏଲିଜିବୁଲ୍‌ ବ୍ୟାଚେଲର’ ମଧ୍ୟରୁ ଜଣେ। ପ୍ରାୟତଃ ତାଙ୍କର ବିବାହକୁ ନେଇ ଅନେକ ଖବର ସାମ୍ନାକୁ ଆସିଥାଏ। ସହ ଅଭିନେତ୍ରୀ ଅନୁଷ୍କାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଚାଲିବା କୁହାଯାଉଥିବା ବେଳେ ଦୁହେଁ ବିବାହ କରିପାରନ୍ତି…

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?

ନୂଆଦିଲ୍ଲୀ, ୨୩।୩: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବିଭିନ୍ନ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ହାଇପ୍ରୋଫାଇଲ ମାମଲାକୁ ନେଇ ଶନିବାର ସିବିଆଇ ନିଜର…

ପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କା

ମୁମ୍ବାଇ: ବ୍ରେକ୍‌ଅପ୍‌ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍‌ସ୍କ୍ରିନ ଏବଂ ଅଫସ୍କ୍ରିନ୍‌ କେମେଷ୍ଟ୍ରି ମନ ଜିଣୁଥିଲା। ଧାରାବାହିକ ‘ଉଡ଼ାରିଆ’ରୁ ଦୁହିଁଙ୍କୁ ପରିଚୟ ମିଳିଥିଲା। ଅନେକ ଥର ସେମାନେ ବିବାହ…

ଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୧୬।୩: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍‌. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ…

ଦୁଇ ସନ୍ତାନର ମା’ ହେବେ କାର୍ତ୍ତିକଙ୍କ ଜୀବନସାଥୀ! ଜବାବ ଶୁଣି ସମସ୍ତେ ଚକିତ

ମୁମ୍ବାଇ: ଏକାଧିକ ଅଭିନେତ୍ରୀଙ୍କୁ ଡେଟ୍‌ କରିବା ପରେ ବ୍ରେକ୍‌ଅପ୍‌ କରିନେଇଥିଲେ ଅଭିନେତା କାର୍ତ୍ତିକ ଆର୍ୟନ। ଏଣୁ ଫିଲ୍ମରେ ସଫଳ ହେଲେ ହେଁ ପ୍ରେମ ଜୀବନରେ ସେତେଟା ନୁହେଁ ବୋଲି କୁହାଯାଉଥିଲା। ଏବେ କିନ୍ତୁ ଏବେ ତାଙ୍କ ମା’ ପରିବାରର ବୋହୂ କିଏ…

ଗୁଟ୍‌ଖା ବିଜ୍ଞାପନ କରି ଫସିଲେ ଶାହାରୁଖ-ଅଜୟ-ଟାଇଗର

ମୁମ୍ବାଇ: ଅଭିନେତା ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫ ଏକ ବିଜ୍ଞାପନ ଯୋଗୁ ଆଇନଗତ ସମସ୍ୟାରେ ପଡ଼ିଛନ୍ତି। ଜୟପୁର ଜିଲା ଉପଭୋକ୍ତା କମିଶନ ଭ୍ରାମକ ବିଜ୍ଞାପନ ଅଭିଯୋଗରେ ସମସ୍ତ ତିନି ତାରକାଙ୍କୁ ସମନ କରିଛି। ସେ ଶାହରୁଖ ଖାନଙ୍କୁ…

IPL 2025: ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଗୁଡ୍‌ ନ୍ୟୁଜ୍‌

ନୂଆଦିଲ୍ଲୀ,୨୮।୨: ଭାରତୀୟ ଦଳ ଚାମ୍ପିଅନ୍ସ ଟ୍ରଫିରେ ଜସପ୍ରିତ ବୁମ୍‌ରାଙ୍କ ବିନା ଖେଳୁଛି। ପ୍ରକୃତରେ, ଜସପ୍ରିତ ବୁମ୍‌ରାଙ୍କ ପିଠିରେ ଆଘାତ ଯୋଗୁ ଟୁର୍ନାମେଣ୍ଟରୁ ବାହାରେ ଅଛନ୍ତି। ଜସପ୍ରିତ ବୁମ୍‌ରାଙ୍କ ଚାମ୍ପିଅନ୍ସ ଟ୍ରଫିରୁ ବାଦ୍‌ ପଡ଼ିବା ଯୋଗୁ ଭାରତୀୟ ପ୍ରଶଂସକମାନଙ୍କୁ ବଡ଼ ଝଟକା ଲାଗିଥିଲା,…

ପତ୍ନୀଙ୍କଠାରୁ ଅଲଗା ହେବେ ‘ବାଗ୍‌ବାନ୍‌’ ଫେମ୍‌ ଅଭିନେତା ଅମନ ବର୍ମା

ମୁମ୍ବାଇ: ସୁପରଷ୍ଟାର ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନରେ ଝଡ଼କୁ ନେଇ ଖବର ଥମି ନ ଥିବା ବେଳେ ଏବେ ଆଉ ଜଣେ ଅଭିନେତା ପତ୍ନୀଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି। ସେ ହେଲେ ବାଗବାନ୍‌ ଭଳି ସିନେମାରେ ତଥା ଅନେକ ଟେଲିଭିଜନ ଶୋ’ରେ ନିଜର…

Govinda-Sunita Divorce: ଗୁଜବ ନୁହେଁ ସତ, ୩୭ ବର୍ଷ ପରେ ପତ୍ନୀଙ୍କଠାରୁ ଅଲଗା ହେବେ ସୁପରଷ୍ଟାର ଗୋବିନ୍ଦା

ମୁମ୍ବାଇ: ଗୁଜବ ନୁହେଁ ସତ। ଅଲଗା ହେବେ ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ପତ୍ନୀ ସୁନୀତା ଆହୁଜା। ଉଭୟଙ୍କ ୩୭ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିବା ଖବର ସ୍ପଷ୍ଟ ହୋଇଛି। ଦୁହିଁଙ୍କ ପରିବାର ସବୁକିଛି ଠିକ୍‌ କରିବାକୁ ଚେଷ୍ଟା କରୁଥିଲେ…

Guru Randhawaଙ୍କୁ କ’ଣ ହୋଇଛି? ଡାକ୍ତରଖାନାରେ ହୋଇଛନ୍ତି ଭର୍ତ୍ତି, ଫଟୋ ଦେଖି ଚିନ୍ତାରେ ପ୍ରଶଂସକ…

ମୁମ୍ବାଇ: ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ ଗାୟକ ଗୁରୁ ରନ୍ଧାୱା । ସୋସିଆଲ ମିଡିଆରେ ସେ ନିଜର ସ୍ବାସ୍ଥ୍ୟାବସ୍ଥା ନେଇ ସୂଚନା ଦେଇ ଏକ ଫଟୋ ଶେୟାର କରିଛନ୍ତି। ତାଙ୍କୁ ହସ୍ପିଟାଲର ବେଡ୍‌ରେ ଶୋଇଥିବାର ଦେଖାଯାଉଛି। ମୁଣ୍ଡରେ ଏକ ପଟି ବାନ୍ଧାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?