ନିଜଠାରୁ ୩୪ ବର୍ଷ ବଡ଼ ଅଭିନେତାଙ୍କ ସହ ବୋଲ୍ଡ ହେଲେ ଉର୍ବଶୀ, ମୁହଁ ଲୁଚାଇଲେ…
ହାଇଦ୍ରାବାଦ: ପୁଣି ଖବରରେ ଅଭିନେତ୍ରୀ ଉର୍ବଶୀ ରୌତେଲା । ନିଜଠାରୁ ୩୪ ବର୍ଷ ବଡ଼ ଅଭିନେତାଙ୍କ ସହ ତାଙ୍କ ବୋଲ୍ଡ ନୃତ୍ୟକୁ ହଜମ କରିପାରୁ ନାହାନ୍ତି ପ୍ରଶଂସକ। ଅନେକ ଏହାକୁ ନେଇ ତାଙ୍କୁ ଟ୍ରୋଲ କରୁଛନ୍ତି। ଦକ୍ଷିଣ ଭାରତୀୟ ଷ୍ଟାର ନନ୍ଦମୁରୀ…
ପ୍ରେମିକାଙ୍କ ହାତ ଧରିଲେ ଗାୟକ ଅରମାନ୍
ମୁମ୍ବାଇ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଗାୟକ ଅରମାନ୍ ମଲିକ। ସେ ପ୍ରେମିକା ଆଶ୍ନା ଶ୍ରଫ୍ଙ୍କ ହାତ ଧରିଛନ୍ତି। ଗୁରୁବାର ସକାଳେ ନିଜ ବିବାହର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରି ଅରମାନ୍ ନିଜ ପ୍ରଶଂସକଙ୍କୁ ଖୁସିଖବର ଜଣାଇଛନ୍ତି। ବେଶ…
ଯିଏ ବଳାତ୍କାର କରିଥିଲେ, ତାଙ୍କ ନାଁ ରଖିଦେଲେ; ପୁଅ ନାଁକୁ ନେଇ ସୈଫ ଅଲ୍ଲୀ ଖାନ୍ଙ୍କୁ ଟାର୍ଗେଟ କଲେ…
ମୁମ୍ବାଇ: ପୁଣି ନିଜ ବୟାନକୁ ନେଇ ଚର୍ଚ୍ଚାରେ କବି କୁମାର ବିଶ୍ୱାସ। ନିକଟରେ ସେ ସୋନାକ୍ଷୀ ସିହ୍ନା ଏବଂ ଜାହିରଙ୍କ ବିବାହକୁ ନେଇ କଟାକ୍ଷ କରିଥିଲେ। ଏବେ ସେ ଅଭିନେତା ସୈଫ ଅଲ୍ଲୀ ଖାନ୍ଙ୍କୁ ଟାର୍ଗେଟ କରିଛନ୍ତି। ଏପରିକି ଯେଉଁ ଆକ୍ରମଣକାରୀ…
ବରୁଣଙ୍କୁ ପ୍ରପୋଜ କରିଥିଲେ ଶ୍ରଦ୍ଧା, ମନା କରିବା ଯୋଗୁ ଖାଇଥିଲେ ମାଡ଼
ମୁମ୍ବାଇ: ବଲିଉଡ ସୁପରଷ୍ଟାର ବରୁଣ ଧାଓ୍ବନଙ୍କୁ ପ୍ରପୋଜ କରିଥଲେ ଅଭିନେତ୍ରୀ ଶ୍ରଦ୍ଧା କପୁର। ହେଲେ ମନା କରିଦେଇଥିଲେ ଅଭିନେତା। ଏହାପରେ ଶ୍ରଦ୍ଧା ନେଇଥିଲେ ପ୍ରତିଶୋଧ। ଜଣେ କି ଦୁଇ ଜଣ ନୁହେଁ, ବରଂ ତିନି ଜଣ ପୁଅଙ୍କୁ ଲଗାଇ ସେ ବରୁଣଙ୍କୁ…
‘ଅଲ୍ ଇଜ୍ ଓ୍ବେଲ୍’
ମୁମ୍ବାଇ: କଥାରେ ଅଛି ‘ବଡ଼ ଘର ବଡ଼ ଗୁମର କଥା’। ତାକୁ ଭେଦିବା କାଠିକର ପାଠ। ଆମେ କହୁଛୁ ବଲିଉଡ୍ର ବିଗ୍ ବି ଅମିତାଭ ବଚ୍ଚନଙ୍କ କଥା। କିଛି ମାସ ହେଲାଣି ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ଏବଂ ବୋହୂ…
ବିବାହର ୧୬ ଦିନ ପରେ ପ୍ରଶଂସକଙ୍କୁ ଖୁସିଖବର ଦେଲେ ନାଗା ଚୈତନ୍ୟ
ହାଇଦ୍ରାବାଦ: ସାଉଥ୍ର ଚର୍ଚ୍ଚିତ ଯୋଡ଼ି ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଡିସେମ୍ବର ୪ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ହାଇଦ୍ରାବାଦର ଅନ୍ନପୂର୍ଣ୍ଣା ଷ୍ଟୁଡିଓରେ ଉଭୟ ବିବାହ କରିଥିଲେ। ଆଜିକୁ ବିବାହର ୧୫ ଦିନ ପୁରିଛି। ଏମିତିରେ ଅଭିନେତା ସୋସିଆଲ ମିଡିଆରେ…
କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବିପାଶା ଚୁମ୍ବନ ଦେବା ବେଳର ଫଟୋ ହେଉଛି ଭାଇରାଲ
ମୁମ୍ବାଇ: ବଲିଉଡ୍ର ସେନ୍ସେଶନାଲ ଅଭିନେତ୍ରୀ ବିପାଶା ବସୁଙ୍କ ଏକ ପୁରୁଣା ଫଟୋ ପୁଣିଥରେ ଭାଇରାଲ ହେଉଛି। ଫଟୋରେ ସେ ଫୁଟବଲ୍ର କ୍ରିଷ୍ଟିଆନ୍ ରୋନାଲ୍ଡୋଙ୍କୁ ଚୁମ୍ବନ ଦେଉଥିବା ଦେଖାଯାଉଛି। ଫଟୋଟି ୨୦୦୭ର, ଯେତେବେଳେ ବିଶ୍ୱର ନୂଆ ସପ୍ତମାଶ୍ଚର୍ଯ୍ୟକୁ ନେଇ ହେଉଥିବା ଘୋଷଣା କାର୍ଯ୍ୟକ୍ରମରେ…
ଫସିଗଲେ ରାପର ବାଦ୍ଶାହା,ଗଣିବାକୁ ପଡ଼ିଲା ୧୫ ହଜାର ୫୦୦ ଟଙ୍କାର ଚାଲାଣ
ନୂଆଦିଲ୍ଲୀ,୧୭।୧୨: ଖ୍ୟାତନାମା ଗାୟକ ତଥା ରାପର ବାଦ୍ଶାହାଙ୍କ କଟିଛି ଚାଲାଣ। ଭୁଲ ରାସ୍ତାରେ ଗାଡ଼ି ଚଳାଇବା ତାଙ୍କୁ ମହଙ୍ଗା ପଡ଼ିଛି। ଦିଲ୍ଲୀ ପୋଲିସ ତାଙ୍କର ୧୫ ହଜାର ୫୦୦ ଟଙ୍କାର ଚାଲାଣ କାଟିଥିବା ଜଣାପଡ଼ିଛି। ରବିବାର ବାଦଶାହା ନିଜର ୩ କାର୍…
‘ପୁଷ୍ପାରାଜ’ ଅଲ୍ଲୁ ଅର୍ଜୁନଙ୍କ ପତ୍ନୀ ସ୍ନେହା କିଏ? ସ୍ବାମୀଙ୍କ ଭଳି କୋଟିରେ ଯାହାଙ୍କ ସମ୍ପତ୍ତି, ପ୍ରଥମ ଦେଖାରେ…
ହାଇଦ୍ରାବାଦ: ଆଜିକାଲି ଚର୍ଚ୍ଚାରେ ଅଛନ୍ତି ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ଶୁକ୍ରବାର ତାଙ୍କୁ ହାଇଦ୍ରାବାଦ ପୋଲିସ ଗିରଫ କରିଥିଲା। ନିମ୍ନ ଅଦାଲତ ତାଙ୍କୁ ୧୪ ଦିନ ଲାଗି ଜେଲକୁ ପଠାଇ ଦେଇଥିଲେ। ହେଲେ ତେଲେଙ୍ଗାନା ହାଇକୋର୍ଟ ତାଙ୍କୁ ବେଲ୍ ଦେଇଥିଲେ। ଏହା…
କମେଡିଆନ୍ ସୁନୀଲ ପାଲଙ୍କୁ କରାଯାଇଥିଲା ଅପହରଣ
ମୁମ୍ବାଇ: ମିଳିଲା କମେଡିଆନ ସୁନୀଲ ପାଲଙ୍କ ପତ୍ତା। ସେ ନିଖୋଜ ଥିବା ନେଇ ପତ୍ନୀ ଥାନାର ଦ୍ୱାରସ୍ଥ ହୋଇଥିଲେ। ହେଲେ ଏବେ ସେ ଠିକ୍ ଥିବା ନିଜେ ଫୋନ୍ ଯୋଗେ କହିଛନ୍ତି। ଏହାଛଡ଼ା ତାଙ୍କର ଅପହରଣ ହୋଇଥିବା ସେ ପୋଲିସକୁ ଜଣାଇଛନ୍ତି।…
ଅଭିନୟରୁ ସନ୍ନ୍ୟାସ ନେଇ ଘୋଷଣା କରି ଚମକାଇଲେ ଅଭିନେତା ବିକ୍ରାନ୍ତ ମେସି, ୨୦ ବର୍ଷ କ୍ୟାରିୟରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ
ବମ୍ବେ: ଅଭିନୟରୁ ସନ୍ନ୍ୟାସ ଘୋଷଣା କଲେ ଚର୍ଚ୍ଚିତ ବଲିଉଡ୍ କଳାକାର ବିକ୍ରାନ୍ତ ମେସି। ନିକଟରେ ତାଙ୍କ ଫିଲ୍ମ ‘ଦ ସାବରମତି ରିପୋର୍ଟ’ ରିଲିଜ ହୋଇଥିଲା। ଏଥିରେ ତାଙ୍କ ଚରିତ୍ର ସମସ୍ତଙ୍କ ହୃଦୟ ଜିତିବାରେ ସଫଳ ହୋଇଥିଲା। ଫିଲ୍ମକୁ ନେଇ ଚର୍ଚ୍ଚା ଥମି…
ଛାଡ଼ପତ୍ର ନିଷ୍ପତ୍ତି ବଦଳାଇବେ ରେହମାନ-ସାଇରା, ପୁଣି ହେବେ ଏକାଠି!
ବମ୍ବେ: ପୁଣି ଚର୍ଚ୍ଚାରେ ଓସ୍କାର ବିଜେତା ସଙ୍ଗୀତକାର ଏ ଆର୍ ରେହମାନଙ୍କ ବ୍ୟକ୍ତିଗତ ଜୀବନ। କିଛିଦିନ ତଳେ ପତ୍ନୀ ସାଇରା ବାନୁଙ୍କ ସହ ୨୯ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିବା ଖବର ଆସିଥିଲା। ଏହାକୁ ନେଇ ଆଲୋଚନା ଥମି ନ ଥିବା…
Archives


