ସଲମାନଙ୍କ ପୂର୍ବ ପ୍ରେମିକାଙ୍କୁ ମରଣାନ୍ତକ ଆକ୍ରମଣ
ବମ୍ବେ: ବିବାଦରେ ରହି ଆସୁଥିବା ଅଭିନେତ୍ରୀ ସୋମି ଅଲିଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ। ମାନବ ଚାଲାଣ ଶିକାର ହୋଇଥିବା ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ହାତ ଭାଙ୍ଗି ଯାଇଛି। ଏପରିକି ତାଙ୍କ ଶରୀରର ଅନେକ ସ୍ଥାନରେ...
ଆଉ ନାହାନ୍ତି ଲୋକପ୍ରିୟ ଅଭିନେତା Song Jae Rim
ସିଓଲ: କୋରିଆନ୍ ଡ୍ରାମା ପ୍ରଶଂସକଙ୍କ ଲାଗି ଦୁଃଖଦ ଖବର। ୩୯ ବର୍ଷ ବୟସରେ ଦକ୍ଷିଣ କୋରିଆର ଜଣାଶୁଣା ଅଭିନେତା ସଙ୍ଗ ଜେ ରିମଙ୍କ ମୃତ୍ୟୁ ଘଟିଛି। ୨୦୧୨ରେ ଆସିଥିବା ଡ୍ରାମା ‘ଦ ମୁନ୍ ଏମ୍ବରେସିଙ୍ଗ ଦ ସନ’ରେ ସେ ନଜର...
ଆଉ ନାହାନ୍ତି ଲୋକପ୍ରିୟ ତାମିଲ ଅଭିନେତା ଦିଲ୍ଲୀ ଗଣେଶ
ଚେନ୍ନାଇ,୧୦।୧୧: ପରପାରିରେ ଭେଟେରାନ ତାମିଲ ଅଭିନେତା ଦିଲ୍ଲୀ ଗଣେଶ। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଅଭିନେତାଙ୍କ ମୃତ୍ୟୁ ନେଇ ପୁଅ ମହାଦେବନ୍ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ନିଜର ପୋଷ୍ଟରେ...
ପ୍ରେମ ସରିଲା, ଟାଟୁ ଲିଭିଲା
ପ୍ରେମ ଯେତେବେଳେ ହୁଏ ଚାରିଆଡ ଲାଗେ ପ୍ରେମମୟ। ମନ କହେ ସେଇ ମଣିଷଟି ହିଁ ସବୁଠୁ ନିଜର। ସେ ସାଥୀ ସାତ ଜନ୍ମର। ଏଇ ପ୍ରେମକୁ ଜାହିର କରିବା ଲାଗି କେହି କେହି ଶରୀରରେ ପ୍ରିୟ ମଣିଷ ନାଁର ଟାଟୁ...
ହାସିମୋଟୋ ଥାଇରଏଡିଟିସ୍ ରୋଗ ସହ ଲଢୁଛନ୍ତି ଅଭିନେତା ଅର୍ଜୁନ କପୁର
ମୁମ୍ବାଇ: ଅଭିନେତା ଅର୍ଜୁନ କପୁର ନିକଟରେ ତାଙ୍କ ଫିଲ୍ମ ‘ସିଙ୍ଘମ ଏଗେନ୍’ରେ ଖଳନାୟକ ଭୂମିକାରେ ନଜର ଆସି ଦର୍ଶକଙ୍କ ବହୁ ପ୍ରଶଂସା ସାଉଁଟିଛନ୍ତି। ତେବେ ସେ ଗତ କିଛି ଦିନ ହେବ ହାସିମୋଟୋ ଥାଇରଏଡିଟିସ୍ ନାମକ ଏକ ରୋଗରେ ପୀଡ଼ିତ...
ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…
ବମ୍ବେ: ବଲିଉଡ୍ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍ ଖୁବ୍ଶୀଘ୍ର ବଚ୍ଚନ ପରିବାରକୁ ସମ୍ପୂର୍ଣ୍ଣ ଭାବେ ଛାଡ଼ି ଝିଅ ସହ ଅଲଗା ବଙ୍ଗଳାରେ ରହିବାକୁ...
ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!
ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି ଯାଇଥିବା ଯୋଗୁ ତାଙ୍କୁ ଭୋପାଳର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ସେ...
ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍ଜଣଙ୍କ କିଏ? ଯାହାଙ୍କ ସ୍କାନର୍ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…
ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି। ବର୍ତ୍ତମାନ, ବାବା ସିଦ୍ଦିକିଙ୍କ ମୃତ୍ୟୁର କିଛି ସମୟ ପରେ ମୁମ୍ବାଇ କଣ୍ଟ୍ରୋଲ ରୁମକୁ...
‘ବାବା ସିଦ୍ଧକିଙ୍କଠାରୁ ଖରାପ ହେବ ଅବସ୍ଥା’; ପୁଣି ଭାଇଜାନଙ୍କୁ ଧମକ ମିଳିବା ପରେ ଚିନ୍ତାରେ ପରିବାର
ମୁମ୍ବାଇ: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ। ମୁମ୍ବାଇ ପୋଲିସକୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଏକ ବାର୍ତ୍ତା ମିଳିଛି। ଯେଉଁଥିରେ ଅଭିନେତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି। ଏପରିକି ଶତ୍ରୁତାକୁ ଶେଷ କରିବାକୁ ୫...
ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !
ମୁମ୍ବାଇ: ‘ଓ୍ବାନ୍ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍ ପେନ୍ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍ ଆଇରେସ୍ରେ ଥିବା ନିଜ ହୋଟେଲର ବାଲକୋନି ଖସି ପଡ଼ିବା ପରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ...
ପିସିଙ୍କ ସ୍ବାମୀ ନିକ୍ଙ୍କ ଜୀବନ ପ୍ରତି ବିପଦ! କନସର୍ଟ ଅଧାରୁ ଷ୍ଟେଜ୍ ଛାଡ଼ି ଦୌଡ଼ିଲେ…
ଲଣ୍ଡନ: ବଲିଉଡ୍ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ତଥା ପପ୍ଷ୍ଟାର ନିକ୍ ଜୋନାସଙ୍କ ଜୀବନ ପ୍ରତି ବିପଦ। ନିକଟରେ ‘ଜୋନାସ୍ ବ୍ରଦର୍ସ’ଙ୍କର ଏକ କନ୍ସର୍ଟ ସମୟରେ ସେଭଳି କିଛି ଘଟଣା ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। ଏହାର ଭିଡିଓ ଭାଇରାଲ...
ସୁପରଷ୍ଟାର ସଲମାନଙ୍କ ପଛରେ କାହିଁକି ପଡ଼ିଛି ବିଶ୍ନୋଇ ଗ୍ୟାଙ୍ଗ? ପୁରା ଘଟଣାକ୍ରମକୁ ଜାଣନ୍ତୁ…
ବମ୍ବେ: ଜଣେ ବଲିଉଡ୍ ସୁପରଷ୍ଟାର ତ ଅନ୍ୟଜଣେ ଅଣ୍ଡରଓ୍ବାଲ୍ଡର ବଡ଼ ଗ୍ୟାଙ୍ଗଷ୍ଟର। ଫିଲ୍ମ କାହାଣୀ ହୋଇଥିଲେ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ ହୋଇଥାନ୍ତା, ହିରୋ ଜିତି ହୋଇଥାନ୍ତା ହାପି ଏଣ୍ଡିଂ। ହେଲେ ଏଠି କାହାଣୀ ଫିଲ୍ମର ନୁହେଁ ବରଂ ଅସଲ ଜୀବନର। ଫଳରେ...
Archives


