ଜାହିରଙ୍କ ସହ ବିବାହ ପରେ ଧର୍ମ ପରିବର୍ତ୍ତନ କରିବେ କି ସୋନାକ୍ଷୀ? ଶ୍ୱଶୁର ଦେଲେ ବଡ଼ ବୟାନ…
ବମ୍ବେ: ବିବାହକୁ ନେଇ ଚର୍ଚ୍ଚାରେ ବଲିଉଡ୍ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା। ଜୁନ୍ ୨୩ରେ ଦୀର୍ଘଦିନର ପ୍ରେମିକ ଜାହିର ଇକବାଲଙ୍କ ହାତ ଧରିବେ ସେ। ଏହାକୁ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି, ଯାହାର ଝଲକ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ…
ଚର୍ଚ୍ଚିତ ‘ବଦୋ ବଦି’ ଗୀତକୁ ଡିଲିଟ୍ କରିଦେଲା ୟୁଟ୍ୟୁବ୍
ବମ୍ବେ: ଗତ ମାସରେ ସୋସିଆଲ ମିଡିଆରେ ଏକ ଗୀତ ବେଶ ଭାଇରାଲ ହୋଇଥିଲା। ଏବେ ତାକୁ ଡିଲିଟ୍ କରିଦିଆଯାଇଛି। ପାକିସ୍ତାନର ସୋସିଆଲ ମିଡିଆ ସେନ୍ସେଶନ ଚାହତ ଫତେ ଅଲି ଖାନ୍ ନିଜ ଗୀତ ‘ବଦୋ ବଦି’କୁ ନେଇ ବେଶ ଚର୍ଚ୍ଚାରେ ଥିଲେ।…
ଅଲଗା ହେଲେ ମଲାଇକା-ଅର୍ଜୁନ, ୫ ବର୍ଷର ସମ୍ପର୍କରେ ପଡ଼ିଲା ପୂର୍ଣ୍ଣଚ୍ଛେଦ!
ବମ୍ବେ: ଦୀର୍ଘ ପାଞ୍ଚ ବର୍ଷ ଧରି ପରସ୍ପରକୁ ଡେଟ୍ କରିବା ପରେ ବ୍ରେକ୍ଅପ୍ କରିଛନ୍ତି ବଲିଉଡର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ମଲାଇକା ଅରୋରା ଏବଂ ଅର୍ଜୁନ କପୁର। ପରସ୍ପରପ୍ରତି ସମ୍ମାନ, ବିନା ଦ୍ୱେଶ, କ୍ରୋଧରେ ଦୁହେଁ ଅଲଗା ହୋଇଛନ୍ତି। ଏବେ ସେମାନେ…
ମା’ ହେବେ କ୍ୟାଟ୍ରିନା, ଲଣ୍ଡନରେ ହେବ ସନ୍ତାନ ଜନ୍ମ!
ବମ୍ବେ: ମା’ ହେବାକୁ ଯାଉଛନ୍ତି ବଲିଉଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫ। ସୋସିଆଲ ମିଡିଆରେ ଏହି ଖବର ଚର୍ଚ୍ଚାର ବିଷୟ ପାଲଟିଛି। ନିକଟରେ କ୍ୟାଟ୍ରିନା ଏବଂ ସ୍ବାମୀ ତଥା ଅଭିନେତା ବିକ୍କି କୌଶଲଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ ଦୁହେଁ ଲଣ୍ଡନ…
ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…
ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏବେ କୁଶାଲଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟ ପରେ ସବୁକିଛି…
ପ୍ରଭାସଙ୍କ ଜୀବନରେ ଡାର୍ଲିଂଙ୍କ ଏଣ୍ଟ୍ରି!
ହାଇଦ୍ରାବାଦ: ପ୍ରେମରେ ପଡ଼ିଛନ୍ତି ସାଉଥ୍ ସୁପରଷ୍ଟାର ପ୍ରଭାସ। ଏକଥା ମନଗଢ଼ା ନୁହେଁ ବରଂ ଅଭିନେତାଙ୍କ ସୋସିଆଲ ମିଡିଆ ପୋଷ୍ଟରୁ ଏଭଳି ଚର୍ଚ୍ଚା ଜୋର ଧରିଛି। ସେ କିଏ ଜାଣିବାକୁ ଅପେକ୍ଷା କରିବା ଲାଗି ପ୍ରଭାସ କହିଛନ୍ତି। ଏଣୁ ପ୍ରଶଂସକଙ୍କ ଉତ୍କଣ୍ଠା ଦ୍ୱିଗୁଣିତ…
ବୋର୍ଡ ଅଛି, ପାଠ ପଢ଼… ଟ୍ରୋଲରଙ୍କୁ ଦଶମରେ ୮୩% ନମ୍ବର ରଖି ଜବାବ ଦେଲେ ‘ମୁନ୍ନି’
ବମ୍ବେ: ସଲମାନ ଖାନ୍ଙ୍କ ଫିଲ୍ମ ‘ବଜରଙ୍ଗୀ ଭାଇଜାନ’ରେ ମୁନ୍ନି ଭୂମିକାରେ ଅଭିନୟ କରି ବାହାବାଃ ସାଉଁଟିଥିଲେ ଅଭିନେତ୍ରୀ ହର୍ଷାଳି ମଲହୋତ୍ରା। ଏବେ ସେ ବଡ଼ ହୋଇଥିବା ବେଳେ ବୋର୍ଡ ପରୀକ୍ଷା ଦେଇଥିଲେ। ଏଥିରେ ସେ ୮୩% ନମ୍ବର ରଖି ପାସ୍ ହୋଇଛନ୍ତି।…
‘ଉଚ୍ଚତା କମ୍ ବୋଲି କ’ଣ ବିବାହ କରିବା ମନା’; ଟ୍ରୋଲରଙ୍କୁ ରାଗରେ ଏଭଳି କହିଲେ ଅବ୍ଦୁ…
ବମ୍ବେ: ନିର୍ବନ୍ଧ ଫଟୋ ଶେୟାର କରିବା ପରଠାରୁ ଟ୍ରୋଲ ହେଉଛନ୍ତି ବିଗ୍ ବସ୍ ଫେମ୍ ଅବ୍ଦୁ ରୋଜିକ୍। ଅନେକେ ତାଙ୍କ ଖୁସିରେ ଖୁସି ହୋଇ ଶୁଭେଚ୍ଛା ଜଣାଉଥିବା ବେଳେ କିଛି ତାଙ୍କ ଉଚ୍ଚତାକୁ ନେଇ କମେଣ୍ଟ କରୁଛନ୍ତି। ଏହାକୁ ନେଇ ଏବେ…
ବଡ଼ ଅଡୁଆରେ ଫସିଲେ ଅଲ୍ଲୁ ଅର୍ଜୁନ, ବିଧାୟକ ବନ୍ଧୁଙ୍କ ଘରକୁ ଯିବାକୁ ନେଇ…
ହାଇଦ୍ରାବାଦ: ଅଡୁଆରେ ଫସିଛନ୍ତି ଦକ୍ଷିଣ ଭାରତୀୟ ସିନେମାର ମେଗାଷ୍ଟାର ଅଲ୍ଲୁ ଅର୍ଜୁନ। ତାଙ୍କ ବିରୋଧରେ ଆନ୍ଧ୍ର ପ୍ରଦେଶରେ ଏଫ୍ଆଇଆର୍ ରୁଜୁ ହୋଇଛି। ତେବେ ଏହି କାରଣରୁ ତାଙ୍କୁ ଜେଲ ଯିବାକୁ ପଡ଼ିପାରେ ବୋଲି କୁହାଯାଉଛି। ଆନ୍ଧ୍ରପ୍ରଦେଶର ନାଘାଂଲ ଆସନରେ ଆଲ୍ଲୁଙ୍କ ବନ୍ଧୁ…
ବାପା ହେଲେ ଏହି ବଲିଉଡ୍ ଅଭିନେତା
ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ ଏଯାଏ ସେ ପ୍ରଶଂସକଙ୍କୁ ସେନେଇ ଜଣାଇ ନାହାନ୍ତି। ୨୦୨୨ରେ ତାଙ୍କର ଏକ ପୁଅ ଜନ୍ମ…
ଶଳା ସଲମାନ୍ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ
ବମ୍ବେ: ବଲିଉଡର ଦବଙ୍ଗ ଖାନ୍ଙ୍କ ସାନ ଉଭଣୀ ଅର୍ପିତା ଖାନ୍ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍ଙ୍କ ସେ ଜ୍ୱାଇଁ ହୋଇଥିବାରୁ ପ୍ରାୟ ପୁରା ପରିବାର ଫିଲ୍ମଜଗତ ସହ ଜଡ଼ିତ। ହେଲେ ଆୟୁଷ ଫିଲ୍ମ ସାଇନ୍ କରିବା…
ସଲମାନଙ୍କୁ ଭେଟିବାକୁ ଗାଲାକ୍ସି ଆପାର୍ଟମେଣ୍ଟରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ
ବମ୍ବେ: ନିକଟରେ ବଲିଉଡ୍ର ଦବଙ୍ଗ ଖାନ୍ଙ୍କ ଘର ଉପରେ ୨ ଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଏହି ଘଟଣା ଅନେକଙ୍କୁ ଚକିତ କରିଥିଲା। ପୋଲିସ ଘଟଣା ସମ୍ପର୍କରେ ସୂଚନା ପାଇ ସିସିଟିଭି ଯାଞ୍ଚ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ…
Archives


