ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ ଭୟର କାରଣ ପାଲଟିଛି। ଏକ ପର୍ବରେ ଭୋଜି ପାଇଁ ପ୍ରସ୍ତୁତ ହୋଇଥିବା ରାଇତା...