‘ଧରିତ୍ରୀ କ୍ଲାଇମେଣ୍ଟ ଗ୍ରାଣ୍ଟ ପ୍ରୟାସରୁ ଯୁବ ପରିବେଶବିତ୍ମାନେ ଅଧିକ ସାଧନ ପାଉଛନ୍ତି’ ଭୁବନେଶ୍ୱର,୨୪ା୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନ୍କ୍ଲେଭ୍ ବା…