ରାଜ କୁନ୍ଦ୍ରା-ଶିଳ୍ପା ଶେଟ୍ଟୀ ଠକେଇ ମାମଲାରେ ନୂଆ ମୋଡ଼, EOW ରାଡାରରେ ବିପାଶା ବସୁ, ନେହା ଧୁପିଆ, ଏକତା କପୁର ମୁମ୍ବାଇ,୧୮।୯: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହିତ ଜଡିତ ୬୦ କୋଟି ଠକେଇ ମାମଲାରେ ଏକ ନୂତନ ମୋଡ଼ ଆସିଛି। ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧ ଶାଖା (EOW) ଏବେ ତିନି ଜଣ...