ଚୁଟ୍କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି… ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ ନୂତନ ମୋବାଇଲ୍ ଆପ୍ ପ୍ରସ୍ତୁତ କରୁଛି, ଯାହା ଏପ୍ରିଲ୍ ୨୦୨୬ରେ ଲଞ୍ଚ୍ ହେବ।…