ଜାତୀୟ ସ୍ତରରେ ଚମକିଲେ କୁନି ପ୍ରତିଭା ଏଫ୍ରାତା, ଶହଶହ ପ୍ରତିଯୋଗୀଙ୍କୁ ପଛରେ ପକାଇ… ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ପୁଣିଥରେ ଜାତୀୟ ମଞ୍ଚରେ ଗୌରବ ଆଣିଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାର କୁନି ମଡେଲ ଏଫ୍ରାତା ଜୋଏଲ। ଦେଶର ପ୍ରତିଷ୍ଠିତ ରିଆଲିଟି ଶୋ ’ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ୍’ର ସୁପର ମଡେଲ କ୍ୟାଟେଗୋରୀରେ ସେ ନିଜର ସ୍ଥାନ ପକ୍କା କରିଛନ୍ତି।…