ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍ ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ OHRCଙ୍କ ସୁପାରିସ୍ । ଜଣେ ତୃତୀୟ ଲିଙ୍ଗୀଙ୍କ…