ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ଏହା ପାକିସ୍ତାନ ବିପକ୍ଷରେ ଭାରତର ଲଗାତାର ୧୦ମ ବିଜୟ।…