ଇରାନ ସପକ୍ଷରେ ବାହାରିଲା ତୁର୍କୀ: ଏର୍ଡୋଗାନ କହିଲେ ‘ନା ଶିଆ, ନା ସୁନ୍ନି…ଆମେ ସମସ୍ତେ ମୁସଲମାନ; ଯଦି… ଅଙ୍କାରା, ୧୧।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ସଂଘର୍ଷ ମଧ୍ୟରେ ତୁର୍କୀ ଏବେ ଖୋଲାଖୋଲି ଭାବେ ଇରାନକୁ ସମର୍ଥନ ଜଣାଇଛି। ତୁର୍କୀ ରାଷ୍ଟ୍ରପତି ରେସେପ ତାଇପ୍…