ଏଣିକି ଆଉ ଦୌଡ଼ିବାକୁ ପଡ଼ିବନି ଆର୍ଆଇ ଅଫିସ, ଘରେ ବସି ଲୋକେ ପାଇବେ ରାଜସ୍ବ ସଂକ୍ରାନ୍ତ ସମସ୍ତ ସୁବିଧା ଭୁବନେଶ୍ୱର,୨୫ା୬: ଏଣିକି ସୁବିଧା ହେବ ଜମିଜମା ପଞ୍ଜୀକରଣ। ଛୋଟମୋଟ କାମ ପାଇଁ ଆଉ ଦୌଡ଼ିବାକୁ ପଡ଼ିବନି ଆର୍ଆଇ ଅଫିସ ବା ରାଜସ୍ବ କାର୍ଯ୍ୟାଳୟ। ମୋବାଇଲ ଆପରେ ମିଳିବ ସମସ୍ତ ରାଜସ୍ବ ସେବା ମିଳିଯିବ। ଏନେଇ ଇ-ରେଜିଷ୍ଟ୍ରେଶନ ଆପ ଉନ୍ମୋଚିତ ହୋଇଛି।...