ସ୍ବାମୀଙ୍କଠାରୁ ଅଲଗା ହେଲେ ହେମାମାଳିନୀଙ୍କ ଝିଅ ବମ୍ବେ: ବଲିଉଡ୍ ଅଭିନେତ୍ରୀ ଈଶା ଦେଓଲ ସ୍ବାମୀ ଭାରତ ଭରତଙ୍କଠାରୁ ଅଲଗା ହୋଇଛନ୍ତି। ଉଭୟଙ୍କ ୧୨ ବର୍ଷର ବୈବାହିକ ସମ୍ପର୍କ ଉପରେ ଲାଗିଛି ବିରାମ। ତେବେ ଦୁହେଁ ସହମତିରେ ରାସ୍ତା ଅଲଗା କରିଥିବା ଈଶା ସ୍ପଷ୍ଟ କରିଛନ୍ତି। ଛାଡ଼ପତ୍ର ସତ୍ତ୍ୱେ...