ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର ଚିନ୍ତାର କାରଣ ପାଲଟିଥିବା ବେଳେ ସରକାରଙ୍କ ଏହି ଘୋଷଣା ସାଧାରଣ ପରିବାରମାନଙ୍କ ପାଇଁ କିଛି… ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ ଭୁବନେଶ୍ୱର,୧୫ା୪: ଦିନକୁ ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବାରୁ ଉଭୟ ଖାଉଟି ଓ ବ୍ୟବସାୟୀ ଚିନ୍ତାରେ ପଡ଼ିଛନ୍ତି। ବିଶେଷକରି ଘରୋଇ ବଜାରରେ ପରିବାଠାରୁ ଆରମ୍ଭକରି ଖାଇବା ତେଲ ଦର ଆକାଶଛୁଆଁ ରହିଛି। ଫଳରେ ଖାଉଟି ଅତିରିକ୍ତ ଖର୍ଚ୍ଚାନ୍ତରେ ଆଉଟୁପାଉଟୁ ହେଉଛନ୍ତି।…
ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ ଭୁବନେଶ୍ୱର,୧୫ା୪: ଦିନକୁ ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବାରୁ ଉଭୟ ଖାଉଟି ଓ ବ୍ୟବସାୟୀ ଚିନ୍ତାରେ ପଡ଼ିଛନ୍ତି। ବିଶେଷକରି ଘରୋଇ ବଜାରରେ ପରିବାଠାରୁ ଆରମ୍ଭକରି ଖାଇବା ତେଲ ଦର ଆକାଶଛୁଆଁ ରହିଛି। ଫଳରେ ଖାଉଟି ଅତିରିକ୍ତ ଖର୍ଚ୍ଚାନ୍ତରେ ଆଉଟୁପାଉଟୁ ହେଉଛନ୍ତି।…