Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ… ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ ସଂସଦରେ ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ ଇଥାନଲ ମିଶ୍ରିତ ଡିଜେଲ ଅତ୍ୟାବଶ୍ୟକ…