ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍ମୁକ୍ତ ପେଟ୍ରୋଲ ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ ବୈଷୟିକ ଭାବେ ଉନ୍ନତମାନର ଜାଳେଣି ବୋଲି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ…