ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଅଲି ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ତା’ପରେ ସେ ତାଙ୍କୁ...