ୟୁକାଲପଟାସ୍ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି ସେଠି ପ୍ରଶାସନର ଦୃଷ୍ଟି ପଡୁ…