ସମସ୍ତେ ଜଲ୍ଦିରେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍ ଜିଲା କାସିବୁଗା ସହରରେ ଥିବା ଭେଙ୍କେଟେଶ୍ୱର ସ୍ବାମୀ ମନ୍ଦିରରେ ୧ ନଭେମ୍ବରରେ ଦଳାଚକଟା ଘଟିବାରୁ ଜଣେ ନାବାଳକଙ୍କ ସମେତ ୯ ଜଣଙ୍କ ପ୍ରାଣହାନି ଘଟିଛି। ଏହା ଏକ ଘରୋଇ ମନ୍ଦିର। ମିନି ତିରୁପତି ନାମରେ ପରିଚିତ ନବନିର୍ମିତ...